ଆସନ୍ତାକାଲି ଚଳାଚଳ କରିବ ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସ
ଭୁବନେଶ୍ବର : ଆସନ୍ତାକାଲି ଚଳାଚଳ କରିବ ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀର ରେଳ ଭବନରୁ ଭିଡିଓ କନଫରେନ୍ସିଂ ଜରିଆରେ ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ହୀରାଖଣ୍ଡ…