ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍
ଭୁବନେଶ୍ୱର: ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମରେ ଜଳସ୍ତର ବଢୁଛି। ଏଥିପାଇଁ ରବିବାର ସକାଳେ ହୀରାକୁଦ ଡ୍ୟାମରେ ଆଉ ୬ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି।
ଏହା ସହିତ ମୋଟ ୨୦ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ତେବେ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱରେ ନଅ ଏବଂ ଡାହାଣ ପାର୍ଶ୍ୱରେ…