Latest Odisha News
Browsing Tag

Hirakud Dam

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ: ୫ ଟି ଗେଟ୍ ଦେଇ ହେବ ଜଳ ନିଷ୍କାସନ

ସମ୍ବଲପୁର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାମଧ୍ୟରେ ଆଜି ଖୋଲା ଯାଇଛି ହୀରାକୁଦ ଗେଟ । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପାରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ହୀରାକୁଦ…

୨୩ରେ ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ, ସତର୍କ ସୂଚନା ଜାରି କାଲେ ହୀରାକୁଦ କତୃପକ୍ଷ

ସମ୍ବଲପୁର: ହୀରାକୁଦ ଛାଡ଼ିବ ବର୍ଷର ପ୍ରଥମ ବନ୍ୟାଜଳ । ଆସନ୍ତା ୨୩ ତାରିଖରେ ଖୋଲାଯିବ ହୀରାକୁଦ ଡ୍ୟାମ୍‌ । ସକାଳ ୯ଟା ସମୟରେ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ସୂଚନା ଦେଇଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ତେଣୁ ବନ୍ୟାଜଳ…

ହୀରାକୁଦରେ ବନ୍ଦ ହେବ ଆଉ ୪ଟି ଗେଟ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନାଙ୍କ ବଡ ସୂଚନା । ପୁଣି ବନ୍ଦ ହେବ ହୀରାକୁଦର ଆଉ ୪ଟି ଗେଟ । ଖୋଲାଥିବା ୨୪ଟି ଗେଟରୁ ଆଉ ୪ଟି ଗେଟ ବନ୍ଦ ହେବା ନେଇ ସୂଚନା ଦେଲେ ଏସଆରସି ପ୍ରଦୀପ କୁମାର ଜେନା । ହୀରାକୁଦ ଗେଟ ବନ୍ଦ ହେବା ଦ୍ୱାରା ମୁଣ୍ଡଳିରେ ମଧ୍ୟ ଜଳସ୍ତର…

୧୯ରୁ ଆଉ ଏକ ଲଘୁଚାପ, ହୀରାକୁଦ ଡ୍ୟାମର ୩୧ଟି ଗେଟ୍ ଦେଇ ହେଉଛି ବନ୍ୟା ଜଳ ନିଷ୍କାସନ

ଭୁବନେଶ୍ୱର: ପୁଣି ଭିଜିବ ଓଡ଼ିଶା । ୧୯ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ୧୮ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବା…

ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ

ସମ୍ବଲପୁର :  ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ । ପ୍ରଥମେ ୭ନଂ ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତ ବର୍ଷର ପ୍ରଥମ ବନ୍ୟାଜଳ…

ହୀରାକୁଦ ଡ୍ୟାମ୍ ଭର୍ତ୍ତି: କ୍ଷମତା ଯେତିକି ଏବେ ପାଣି ଅଛି ସେତିକି

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାର ଫୁଲ୍ । ଯେତିକି ଜଳ ଧାରଣ କ୍ଷମତା ଏବେ ଡ୍ୟାମରେ ସେତିକି ପରିମାଣର ଜଳ ରହିଛି । ହୀରାକୁଦ ଡ୍ୟାମର ବିପଦ ସଙ୍କେତ ୬୩୦ ଫୁଟ୍ । ଏବେ ଜଳଭଣ୍ଡାରରେ ସମାନ ପରିମାଣର ଜଳସ୍ତର ରହିଛି । ଏବେ ଦୁଇଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ…

ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ କଲା ହୀରାକୁଦ

ସମ୍ବଲପୁର: ମହାନାଦୀର ଉପରମୁଣ୍ଡରେ କମ୍ ବର୍ଷା ହେତୁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ସୋମବାର ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ କରିଦେଇଛନ୍ତି। ଜଳଭଣ୍ଡାରର ଜଳ ସ୍ତର ସକାଳ ୯ଟା ସୁଦ୍ଧା ୬୨୯.୩୩ ଫୁଟ ଥିଲା। ରବିବାର ଦିନ ବନ୍ୟା ଜଳ ଛାଡିବା ପାଇଁ ଡ୍ୟାମ କର୍ତ୍ତୃପକ୍ଷ ୬ ଟି ଗେଟ୍‌…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର, ୧୨ ଗେଟ୍‌ ଖୋଲା

ଭୁବନେଶ୍ବର: ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର । ସର୍ବାଧିକ ୬୩୦ ଫୁଟ ଜଳ ଧାରଣ କ୍ଷମତା ଥିବାବେଳେ ଏହାର ୯୮%ରୁ ଅଧିକ ଏବେ ଭରିଗଲାଣି । ଏବେ ୬୨୯.୩୩ ଫୁଟରେ ଜଳ ସ୍ତର ଥିବାବେଳେ ଘଣ୍ଟାକୁ ଘଣ୍ଟା ପାଣି ବଢ଼ୁଛି । ତେଣୁ ଡ୍ୟାମ୍ କର୍ତ୍ତୃପକ୍ଷ ଅଧିକ ଗେଟ୍ ଖୋଲିଛନ୍ତି । ଏବେ ୧୨ଟି ‌ଗେଟ୍‌…

ହୀରାକୁଦକୁ କମିଛି ବନ୍ୟା ପାଣି ପ୍ରବେଶ, ମହାନଦୀରେ ଜଳସ୍ତର ସ୍ଥିର

ଭୁବନେଶ୍ୱର: ହୀରାକୁଦର ଜଳ ସ୍ତର କମୁଛି । ଉପରମୁଣ୍ଡରେ ବର୍ଷା କମିବା ପରେ ଜଳଭଣ୍ଡାରକୁ ଇନ-ଫ୍ଲୋ କମିଛି । ସକାଳ ୬ଟା ସୁଦ୍ଧା ଡ୍ୟାମରେ ଜଳପତ୍ତର ରହିଛି ୬୨୮.୨୯ ଫୁଟ । ୪ ଟି ଗେଟ୍ ବନ୍ଦ ପରେ ଏବେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ଭିତରକୁ ୩ଲକ୍ଷ…

ମାଡ଼ି ଆସୁଛି ମହାନଦୀର ବନ୍ୟା ପାଣି, ହୀରାକୁଦର ୨୮ଟି ଗେଟ୍ ଖୋଲା

କଟକ: ଉପରମୁଣ୍ଡରେ ବର୍ଷା ଓ ହୀରାକୁଦରୁ ପାଣି ଛାଡ଼ିବା ପରେ ମହାନଦୀରେ ଆସୁଛି ବଢ଼ି । ଏବେ ହୀରାକୁଦ ଜଳ ଭଣ୍ଡାରରେ ଯେତିକି ଜଳ ପ୍ରବେଶ କରୁଛି ସେତିକି ନିଷ୍କାସିତ ବି ହେଉଛି । ଏବେ ଡ୍ୟାମ୍ ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୪ଲକ୍ଷ ୮୭ ହଜାର ୨୦୩ କ୍ୟୁସେକ୍ ବନ୍ୟା ପାଣି । ସମାନ…