ହୀରାକୁଦକୁ କମିଛି ବନ୍ୟା ପାଣି ପ୍ରବେଶ, ମହାନଦୀରେ ଜଳସ୍ତର ସ୍ଥିର
ଭୁବନେଶ୍ୱର: ହୀରାକୁଦର ଜଳ ସ୍ତର କମୁଛି । ଉପରମୁଣ୍ଡରେ ବର୍ଷା କମିବା ପରେ ଜଳଭଣ୍ଡାରକୁ ଇନ-ଫ୍ଲୋ କମିଛି । ସକାଳ ୬ଟା ସୁଦ୍ଧା ଡ୍ୟାମରେ ଜଳପତ୍ତର ରହିଛି ୬୨୮.୨୯ ଫୁଟ । ୪ ଟି ଗେଟ୍ ବନ୍ଦ ପରେ ଏବେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।
ପ୍ରତି ସେକେଣ୍ଡରେ ଜଳଭଣ୍ଡାର ଭିତରକୁ ୩ଲକ୍ଷ…