ଖୋଲିଲା ହୀରାକୁଦ ଡ୍ୟାମର ଆଉ ୩ଟି ଗେଟ୍
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ଶୁକ୍ରବାର ଦିନ ଆଉ ୩ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ।
ମିଳିଥିବା ସୂଚନାନୁଯାୟୀ ବର୍ଷା ଯୋଗୁଁ ଆଜି ସକାଳ ୯ଟା ସୁଦ୍ଧା ଏହି ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟକୁ ଛୁଇଁଥିଲା । ଏହା ମଧ୍ୟକୁ ସେକେଣ୍ଡ ପିଛା ୧,୫୨,୬୧୨…