Latest Odisha News

BREAKING NEWS

Browsing Tag

Hirakuda

ହୀରାକୁଦର ୪୦ଟି ଗେଟ ଖୋଲିଲା, ତଳିଆ ଅଞ୍ଚଳରେ ବନ୍ୟା ସତର୍କତା ଜାରି

ଭୁବନେଶ୍ୱର: ହୀରାକୁଦର ୪୦ ଟି ଗେଟରେ ପାଣି ଛଡାଯାଇଛି । ଗତକାଲି ୨୬ଟି ଗେଟ ଖୋଲାଯାଇଥିବା ବେଳେ ଆଜି ପର୍ଯ୍ୟାୟ କ୍ରମେ ଆଉ ୧୪ଟି ଗେଟ ଖୋଲାଯାଇଛି । ୪୦ଟି ଗେଟ ଦ୍ବାରା ଜଳ ନିଷ୍କାସନ ହେଉଛି ।  ତେବେ ତଳମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଗତ ୪ ଦିନ ହେଲା ଲାଗି ରହିଥିବା…

ତଳମୁଣ୍ଡରେ ବନ୍ୟାର ପ୍ରକୋପ କମାଇବାକୁ ହୀରାକୁଦର ୮ଟି ଗେଟ୍‌ ବନ୍ଦ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ମହାନଦୀର ତଳମୁଣ୍ଡରେ ବନ୍ୟାର ପ୍ରକୋପ ବୃଦ୍ଧି ପାଇଛି। ଲଗାଣ ବର୍ଷା ପରେ କିଛି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଆଜି ଦିନରେ ଜଳ ସ୍ତର ବୃଦ୍ଧି ପାଉଛି। ଫଳରେ ଏହିସବୁ ଗାଁକୁ ମୁଖ୍ୟ ରାସ୍ତା ସହିତ ସଂଯୋଗ କରୁଥିବା ରାସ୍ତା ଉପରେ ପ୍ରାୟ ୧୦ ଫୁଟ ଉଚର ବନ୍ୟାଜଳ ପ୍ରବାହିତ…

ହୀରାକୁଦ ଡ୍ୟାମ୍‌ରେ ଗାଧୋଉଥିବା ବେଳେ ବୁଡ଼ିଯାଇ ୨ ନିଖୋଜ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ହୀରାକୁଦ ଡ୍ୟାମ୍‌ରେ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ଦୁଇଜଣ ଏମସିଏଲ କର୍ମଚାରୀ । ସ୍ଥାନୀୟ ଲୋକ କିଛି ସମୟ ଖୋଜାଖୋଜି କରି ନପାଇବାରୁ ଏହି ଖବର ଚାରିଆଡେ ପ୍ରସାରିତ ହୋଇଥିଲା ।  ୨ ଜଣ ହେଲେ ଏମସିଏଲ କର୍ମଚାରୀ ଝାଙ୍କରାଣୀ ମନ୍ଦିର ନିକଟ ଡ୍ୟାମ୍‌ରେ…