Latest Odisha News

BREAKING NEWS

Browsing Tag

Hockey India

ଭାରତୀୟ ଫ୍ୟାନ୍ସଙ୍କ ସମ୍ମୁଖରେ ଭାରତ ସହ ମୁକାବିଲା କରିବା ଆମ ପାଇଁ କଠିନ: ଜର୍ମାନୀ ମହିଳା ଦଳର କୋ-କ୍ୟାପଟେନ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଆଜି (ସୋମବାର) ଜର୍ମାନୀ ମହିଳା ହକି ଦଳ  ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । କୋ-କ୍ୟାପଟେନ୍ ଲିନିୟା ୱିଡେମାନ୍ ଏବଂ ସାରା ଷ୍ଟ୍ରସ୍ ଙ୍କ ନେତୃତ୍ୱରେ ଜର୍ମାନୀ ମହିଳା ଦଳ ୨୧ ଏବଂ ୨୨ ଫେବୃଆରୀରେ…

ହକି ଇଣ୍ଡିଆ ଲିଗ୍: ଆଜି ସେମିଫାଇନାଲ ଫାଇଟ୍; ବେଙ୍ଗଲ ବନାମ ଡ୍ରାଗନ୍ସ, ସୁରୁମା ବନାମ ତୁଫାନ୍ସ

ରାଉରକେଲା: ଆଜି ପୁରୁଷ ହକି ଇଣ୍ଡିଆ ଲିଗର ସେମିଫାଇନାଲ ମୁକାବିଲା । ପ୍ରଥମ ସେମିଫାଇନାଲ ମ୍ୟାଚରେ ବେଙ୍ଗଲ ଟାଇଗର୍ସକୁ ଭେଟିବ ଅମିତ ରୋହିଦାସଙ୍କ ଦଳ ତାମିଲନାଡ଼ୁ ଡ୍ରାଗନ୍ସ । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ସନ୍ଧ୍ୟା ୬ଟା ବେଳେ ଖେଳାଯିବ ପ୍ରଥମ ମ୍ୟାଚ ଓ ଦ୍ବିତୀୟ ସେମିଫାଇନାଲ…

ହକି ଇଣ୍ଡିଆ ଲିଗ୍ : କ୍ରମାଗତ ୨ୟ ବିଜୟ ପରେ ଘରୋଇ ଦଳ କଳିଙ୍ଗର ପଏଣ୍ଟ ଟେବୁଲରେ ୩ୟ ସ୍ଥାନ ହାସଲ

ରାଉରକେଲା: ହକି ଇଣ୍ଡିଆ ଲିଗରେ ଘରୋଇ ଦଳର ଦବଦବା । କ୍ରମାଗତ ୨ୟ ବଜୟ ପରେ ପଏଣ୍ଟ ଟେବୁଲର ୩ୟ ସ୍ଥାନ ହାସଲ କରିଛି ବେଦାନ୍ତ କଳିଙ୍ଗ ଲାନସର୍ସ । ଗୁରୁବାର ଦିନ ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଗୋନାସିକା ବିପକ୍ଷରେ ନିଜର ପଞ୍ଚମ ମ୍ୟାଚ ଖେଳିଛି କଳିଙ୍ଗ ଲାନସର୍ସ । ମ୍ୟାଚ…

ନିର୍ଦ୍ୱନ୍ଦ୍ୱରେ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହେଲେ ଦିଲୀପ ତିର୍କୀ

ଭୁବନେଶ୍ୱର: ହକି ଇଣ୍ଡିଆର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଦିଲୀପ ତିର୍କୀ । ହକି ଇଣ୍ଡିଆର ସଭାପତି ପଦ ପାଇଁ ଦିଲୀପ ତିର୍କୀଙ୍କ ସହ ଉତ୍ତରପ୍ରଦେଶ ହକି ମୁଖ୍ୟ ରାକେଶ କଟ୍ୟାଲ ଓ ଝାଡ଼ଖଣ୍ଡର ଭୋଳା ନାଥ ସିଂହ ନାମାଙ୍କନ କରିଥିଲେ । ଆଜି ଥିଲା ନାମାଙ୍କନ ପ୍ରତ୍ୟାହାରର…

ହକିରେ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କ ନୂଆ ମାଇଲଷ୍ଟୋନ୍

ଭୁବନେଶ୍ୱର: ହକିରେ ନୂଆ ମାଇଲଷ୍ଟୋନ୍ ପାର କରିଛନ୍ତି ଦୁଇ ଓଡ଼ିଆ ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ । ଟିମ୍ ଇଣ୍ଡିଆ ପାଇଁ ବୀରନ୍ଦ୍ର ଲାକ୍ରା ୨୦୦ ମ୍ୟାଚ୍ ଓ ଅମିତ ରୋହିଦାସ ୧୦୦ ମ୍ୟାଚ୍ ଖେଳିବାର ଗୌରବ ଅର୍ଜନ କରିଛନ୍ତି । ଦୁହେଁ ଏବେ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଟିମରେ…

ଦୀପଗ୍ରେସଙ୍କ ଭୁଲ ରହିଲା କେଉଁଠି, କେନ୍ଦ୍ର ପରେ ରାଜ୍ୟ କ୍ରୀଡା ବିଭାଗ ବି ପଚାରିଲାନି !

ଭୁବନେଶ୍ୱର: ଭାରତୀୟ ହକି ସବୁଠାରୁ ସିନିୟର ଖେଳାଳି ଦୀପଗ୍ରେସ ଏକ୍କାଙ୍କୁ ପରାକ୍ଷରେ ଅସମ୍ମାନିତ କରାଯାଇଛି । ୧୦ ବର୍ଷ ହେବ ଜାତୀୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଏହି ମହାନ ଖେଳାଳିଙ୍କ ନାମ ଏଥର ବି ଅର୍ଜୁନ ପୁରସ୍କାର ପାଇଁ ପଠାଗଲାନି । ପ୍ରଥମେ କେନ୍ଦ୍ର ଏବଂ ଏବେ ରାଜ୍ୟ କ୍ରୀଡା…

ଏପ୍ରିଲରୁ ଆରମ୍ଭ ହେବ ବିଶ୍ୱର ସର୍ବବୃହତ୍ ହକି‌ ଷ୍ଟାଡିୟମ ନିର୍ମାଣ କାମ

ରାଉରକେଲା : ଏପ୍ରିଲରୁ ଆରମ୍ଭ ହେବ ଷ୍ଟାଡିୟମ ନିର୍ମାଣ କାମ । ରାଉରକେଲା ସହରରେ ନିର୍ମାଣ ହେବ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ । ଏହାର କାମ ଆସନ୍ତା ଏପ୍ରିଲ ମାସରୁ ଆରମ୍ଭ ହେବ । ମାତ୍ର ଏକ ବର୍ଷ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ସ୍ଥିର ହୋଇଛି । ୧୦ରୁ ୧୫ ଏକର ଜମିରେ…

ଇଂଲଣ୍ଡ ଗସ୍ତ ଲାଗି ଘୋଷିତ ଭାରତୀୟ ମହିଳା ହକି ଦଳରେ ୩ ଓଡିଆ ଖେଳାଳୀ

ନୂଆଦିଲ୍ଲୀ: ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଶୃଙ୍ଖଳା ଲାଗି ହକି ଇଣ୍ଡିଆ ଶୁକ୍ରବାର ଦିନ ଘୋଷିତ କରିଥିବା ୧୮ ଜଣିଆ ଭାରତୀୟ ମହିଳା ଦଳରେ ୩ ଓଡିଆ ଖେଳାଳୀ ସ୍ଥାନ ପାଇଛନ୍ତି। ଓଡିଶାର ଏହି ୩ ଜଣ ହକି ଖେଳାଳୀଙ୍କ ମଧ୍ୟରେ ନମିତା ଟପ୍ପୋ, ଲିଲିମା ମିଞ୍ଜ ଓ ଦୀପ ଗ୍ରେସ ଏକ୍କା ରହିଛନ୍ତି ।…