ଓଡ଼ିଶାରେ ହେବ ଜୁନିୟର ବିଶ୍ବକପ ପୁରୁଷ ହକି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଓଡ଼ିଶା ହକିପ୍ରେମୀଙ୍କ ପାଇଁ ଖୁସି ଖବର । ଓଡ଼ିଶା ଆୟୋଜନ କରିବ ଜୁନିୟର ପୁରୁଷ ହକି ବିଶ୍ବକପ୍ । ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ଯାଏ କଳିଙ୍ଗ ଷ୍ଟାଡିୟମରେ ଜୁନିୟର ପୁରୁଷ ହକି ବିଶ୍ବକପ୍ ଖେଳାଯିବ…