Latest Odisha News

BREAKING NEWS

Browsing Tag

hockey world cup 2023

ଆଜିଠୁ ଆରମ୍ଭ ହକି ମହାକୁମ୍ଭ… କମ୍ପିବ କଳିଙ୍ଗ ଦୁଲୁକିବ ବିର୍ସା ମୁଣ୍ଡା ଷ୍ଟାଡିୟମ

କଟକ : ଆଜିଠୁ ହକି ମହାକୁମ୍ଭ ଆରମ୍ଭ । ବୁଧବାର କଟକର ବାରବାଟୀ ଷ୍ଟାଡ଼ିୟମରେ ହକି ମହାକୁମ୍ଭର ଉଦଘାଟନୀ ଉତ୍ସବ ପରେ ଆଜିଠୁ ଆରମ୍ଭ ହେଉଛି ମେଗା ଟୁର୍ଣ୍ଣାମେଣ୍ଟ । ଆଜି ପ୍ରଥମ ଦିନରେ ୪ଟି ମ୍ୟାଚ୍ ଖେଳାଯିବ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଆଜି…

ଆଜି ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବ, ଯୋଗଦେବେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର

କଟକ: ଝଲସୁଛି କଟକର ବାରବାଟୀ ଷ୍ଟାଡିୟମ୍‌ । ଆଜି ବାରବାଟୀ ଷ୍ଟାଡିୟମରେ ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଯୋଗଦେବେ । ଅପରାହ୍ଣ ୪ଟାରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ…

ଦେଖି ନ ଥିବେ ଏମିତି ମୁଖ୍ୟମନ୍ତ୍ରୀ..ବେଶ ସରଳ, ମନ ବି ସରଳ..

ଭୁବନେଶ୍ଠର: ରାଜଧାନୀ କୁହ ବା ରାଉରକେଲା.. ସବୁଆଡେ ଏବେ  ହକି ଫିଭର । ସଜେଇ ହେଉଛି ଦୁଇ ସହର ।  ସ୍ୱଚ୍ଛତାଠାରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ ସବୁ ଚକାଚକ ।  ହକି ପାଇଁ ନିଉତା ପଠାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀମାନେ ରାଜ୍ୟ ରାଜ୍ୟ ବୁଲି ମୁଖ୍ୟମନ୍ତ୍ରୀମାନଙ୍କୁ…

ଭୁବନେଶ୍ୱରରେ ହକି ଟିମ୍ , ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ରାଜଧାନୀରେ ହକି ଫଭର । ହକି ବିଶ୍ୱକପ-୨୦୨୩ ପାଇଁ ଚମକୁଛି ରାଜଧାନୀ ।  ପ୍ରସ୍ତୁତି ବି ଜୋରଦାର ଚାଲିଛି । ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଜାତୀୟ ପୁରୁଷ ହକି ଟିମ ।  ଖେଳାଳିମାନେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ…