Latest Odisha News

BREAKING NEWS

Browsing Tag

Hockey

ହକି ବିଶ୍ୱ କପ୍ ପାଇଁ ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସମୀର

ଭୁବନେଶ୍ୱର : ଓଡ଼ିଶାରେ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ୱ କପ୍ । ଏଥିପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପଠାଯାଉଛି । ମନ୍ତ୍ରୀ ସମୀର ରଞ୍ଜନ ଦାଶ ମିଜୋରାମ ମୁଖ୍ୟମନ୍ତ୍ରୀ ପୁ. ଜୋରାମଥାଙ୍ଗାଙ୍କୁ ଆଜି ସକାଳେ…

ଭୁବନେଶ୍ୱରରେ ପହଞ୍ଚିଲା ନେଦରଲ୍ୟାଣ୍ଡସ୍ ହକି ଟିମ୍

ଭୁବନେଶ୍ୱର : ୧୩ ତାରିଖରେ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱ କପ୍ । ପ୍ରଥମ ବିଦେଶୀ ପ୍ରତିଯୋଗୀ ଦଳ ଭାବେ ଓଡ଼ିଶାରେ ପହଞ୍ଚିଲା ଟିମ୍ । ଭୁବନେଶ୍ୱରରେ ପହଞ୍ଚିଛି ନେଦରଲାଣ୍ଡସ୍ ଟିମ୍ । ବିମାନବନ୍ଦରରେ ଦଳକୁ ଭବ୍ୟ ସ୍ୱାଗତ କରାଯାଇଛି । ୧୦ ତାରିଖରେ ରାଉରକେଲା ଅଭିମୁଖେ ଯିବ ଏହି ଦଳ ଓ ୧୪…

୪୫ ଦିନରେ ଅଙ୍ଗନୱାଡ଼ି ଦିଦିଙ୍କ ଆନ୍ଦୋଳନ, ଦାବି ନ ଶୁଣିଲେ ହକି ବେଳେ ରାଜପଥ ଅବରୋଧ ଧମକ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ଆରମ୍ଭ ସମୟରୁ ଲୋୟର ପିଏମଜିରେ ଅଙ୍ଗନୱାଡ଼ି ଦିଦି ଧାରଣାରେ ବସିଛନ୍ତି । ୪୫ ରାତି ଲୋୟର ପିଏମଜିର ଖୋଲା ଆକାଶ ତଳେ କାଟିବା ପରେ ଆଜି ଅଙ୍ଗନୱାଡ଼ି କର୍ମଚାରୀ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଲୋୟର ପିଏମଜିରୁ ବାହାରି ନବୀନ ନିବାସ ଅଭିମୁଖେ…

ବିଶ୍ୱକପ୍ ପୂର୍ବରୁ ଖେଳାଳି ରହିବାକୁ ଥିବା ହୋଟେଲରେ ଅନୁଧ୍ୟାନ କଲେ ଡିସିପି

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତି ଜୋର ସୋରରେ ଚାଲିଛି । ଆଇନଶୃଙ୍ଖଳା ରକ୍ଷା ସହ ଟ୍ରାଫିକ୍ ନିୟନ୍ତ୍ରଣ ଉପରେ ପୋଲିସ ନଜର ଦେଇଛି । ଜାନୁଆରୀ ୧୩ ତାରିଖରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍ । ଭୁବନେଶ୍ୱରରେ…

ହକି ପାଇଁ ବିଡିଏ ଗଠନ କଲା ୧୭ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍, ଜାନୁଆରୀ ପହିଲାରୁ ତନାଘନା

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱର ସଜ୍ଜେଇ ହେଉଛି । ସହରକୁ ସରସ ସୁନ୍ଦର କରିବାକୁ ବିଏମସି ସହ ଅଣ୍ଟା ଭିଡ଼ିଛି ବିଡିଏ । ବିଶେଷ କରି ବିଶ୍ୱକପ୍ ହକି ସମୟରେ ରାସ୍ତାକଡ଼ରେ ଉଠା ଦୋକାନ, ରାସ୍ତା ଉପରେ ଯେଭଳି ଗାଡ଼ି ପାର୍କିଂ ନ ହେବ ସେଥିପ୍ରତି ବିଡିଏ ଦୃଷ୍ଟି ଦେଇଛି ।…

ହକି ବିଶ୍ୱକପ୍ ସମୟରେ ବନ୍ଦ ରହିବ ୨୨ ସ୍ପଞ୍ଜ କାରଖାନା

ରାଉରକେଲା: ଜାନୁଆରୀ ୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍ । ଭୁବନେଶ୍ୱର ସହ ରାଉରକେଲାରେ ମ୍ୟାଚ୍ ଖେଳାଯିବାକୁ ଥିବାବେଳେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ହକି ବିଶ୍ୱକପ୍ ସମୟରେ ରାଉରକେଲାରେ ଥିବା ୨୨ ସ୍ପଞ୍ଜ ଆଇରନ୍ କାରଖାନା ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି । ମ୍ୟାଚ୍ ସମୟରେ…

କିଟରେ ହକି ବିଶ୍ୱକପ୍‍ ଟ୍ରଫି, ଅଲିମ୍ପିଆନଙ୍କ ସମେତ ୧୫ ହଜାର କ୍ରୀଡ଼ାବିତଙ୍କ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ପୁରୁଷ ବିଶ୍ୱକପ୍‍ ହକି ଟ୍ରଫି ଆଜି ଓଡ଼ିଶାରେ ପହଞ୍ଚିବା ପରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ ଶେଷରେ କିଟ୍‍ ପରିସରରେ ପହଞ୍ଚିଥିଲା । କିଟ୍‍ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ୨ରୁ କିଟ୍‍ ଓ କିସ୍‍ର ଛାତ୍ରଛାତ୍ରୀ ତଥା କର୍ମଚାରୀମାନେ ଟ୍ରଫିକୁ କିଟ୍‍…

ଉଠା ଦୋକାନୀଙ୍କ ପ୍ରତିବାଦ ପରେ ନରମିଲା ବିଏମସି, କାଲିଠୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ବିଏମସି ରାସ୍ତାକଡ଼ରୁ ଉଠା ଦୋକାନୀଙ୍କୁ ଉଚ୍ଛେଦ କରୁଛି । ଯାହାକୁ ନେଇ ଆଜି ପ୍ରତିବାଦ ଶାଣିତ ହେବା ପରେ ବିଏମସି ଉଚ୍ଛେଦ ବନ୍ଦ କରିଛି । ଆଜି ପଟିଆ ଓ ଡମଣା ଅଞ୍ଚଳର ଶତାଧିକ ଉଠା ଦୋକାନୀ ଉଚ୍ଛେଦର ପ୍ରତିବାଦ କରି ବିଏମସି ନର୍ଥ ଜୋନ୍ ଅଫିସ୍ ଘେରାଉ…

ବିର୍ସା ମୁଣ୍ଡା ଷ୍ଟାଡିୟମ ସହ ରାଉରକେଲା ବିମାନବନ୍ଦର ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସାଶନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ 5T ଭି.କେ ପାଣ୍ଡିଆନ୍ । ଉଭୟ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ…

ଅନଲାଇନରେ ସରିଗଲା ଭାରତ-ୱେଲ୍ସ ମ୍ୟାଚ୍ ଟିକେଟ୍, ଧାଡ଼ିରେ ଛିଡ଼ା ହୋଇ କ୍ରୀଡ଼ାପ୍ରେମୀ ନିରାଶ

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଆରମ୍ଭ ହେବ ହକି ମହାକୁମ୍ଭ । ଜାନୁଆରୀ ୧୩ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ବିଶ୍ୱକପ୍ ହକିର ସବୁ ମ୍ୟାଚ୍ । ଯେଉଁଥିପାଇଁ ଆଜିଠୁ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି । ଉଭୟ…