ଅଲିମ୍ପିକ୍ସ: ୩୭ ବର୍ଷ ପରେ ଗ୍ରୁପ ଷ୍ଟେଜରେ ୩ ମ୍ୟାଚ ଜିତିଲେ ଭାରତୀୟ ହକି ଟିମ୍
ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି ଲୟକୁ ଫେରିଛନ୍ତି । ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ହକି ଦଳ ଅଲିମ୍ପିକ ଚାମ୍ପିୟନ ଆର୍ଜେଂଟିନାକୁ ୩-୧ରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିିଛି । ଦୀର୍ଘ ୩୭ ବର୍ଷ ପରେ ଅଲିମ୍ପିକ୍ସରେ ଭାରତ ଗ୍ରୁପ ଷ୍ଟେଜରେ…