କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ୨୪ରୁ ବିଶ୍ୱ କପ୍
ଭୁବନେଶ୍ବର: କମ୍ପିବ କଳିଙ୍ଗ ଷ୍ଟାଡିଅମ୍, ୨୪ରୁ ବିଶ୍ୱ କପ୍ ଆରମ୍ଭ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ମାସ ୨୪ ତାରିଖରୁ ଆରମ୍ଭ ହେବ ଜୁନିୟର ପୁରୁଷ ହକି ବିଶ୍ୱକପ୍ । ସମସ୍ତ ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ବିଶ୍ୱକପ୍ର…