500 ବର୍ଷ ପରେ କାଳୀକା ମାତାଙ୍କ ମନ୍ଦିରର ଧ୍ବଜା ଉଡ଼ାଇଲେ ପ୍ରଧାନମନ୍ତ୍ରୀ
ଆଜି ଗୁଜରାଟରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ କାଳୀକା ମାତାଙ୍କ ନୂଆ ମନ୍ଦିରର ଉଦଘାଟନ କରିଛନ୍ତି । ମା କାଳୀଙ୍କ ଏହା ଥିଲା ପୁରାତନ ମନ୍ଦିର । ମନ୍ଦିରର ପୁନଃ ବିକାଶ ଅତି ସୁନ୍ଦର ଦେଖାଯାଉଛି । ଏଥି ମଧ୍ୟରେ ମନ୍ଦିର ‘ପରିସର' ତିନି ସ୍ତରରେ ସମ୍ପ୍ରସାରଣ, ଷ୍ଟ୍ରିଟ୍ ଲାଇଟ୍,…