Latest Odisha News
Browsing Tag

hold Farm Laws

କୃଷି ଆଇନ ଓ ଚାଷୀ ଆନ୍ଦୋଳନକୁ ନେଇ କେନ୍ଦ୍ରକୁ କଡ଼ା ଭର୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ଓ ଏହାକୁ ବିରୋଧ କରି ଚାଷୀ ସଂଗଠନ ଚଳାଇଥିବା ଆନ୍ଦୋଳନକୁ ନେଇ କେନ୍ଦ୍ର ଉପରେ ସୁପ୍ରିମକୋର୍ଟ ଖପ୍ପା । ଆଜି ଏସମ୍ପର୍କିତ ମାମଲାର ଶୁଣାଣି ବେଳେ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ହାଜିର କରିଛନ୍ତି ସର୍ବୋଚ୍ଚ ଅଦାଲତ । ଆପୋଷ ବୁଝାମଣା ନେଇ କେନ୍ଦ୍ରର ଭୂମିକା…