ସମ୍ଭାବ୍ୟ ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି ବୋଲି ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଅଫିସରମାନେ ହେଡକ୍ୱାଟର୍ସରେ ରହିବେ । ବିନା ଅନୁମତିରେ କେହି…