Latest Odisha News

BREAKING NEWS

Browsing Tag

Home isolation

ଅଧିକ ସଂକ୍ରମିତ ରାଜ୍ୟରୁ ଓଡ଼ିଶା ଆସିଲେ RT-PCR ଟେଷ୍ଟ ସହ କ୍ୱାରେଣ୍ଟାଇନ କରାଯିବ, ଖୁବଶୀଘ୍ର ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କଡ଼ାକଡ଼ି ହେଲାଣି କଟକଣା । ଏଣିକି ଅଧିକ ସଂକ୍ରମିତ ରାଜ୍ୟର ଓଡ଼ିଶା ଆସିଲେ ସମସ୍ତଙ୍କର RT-PCR ଟେଷ୍ଟ କରାଯିବ । ସଂକ୍ରମିତ ପଡ଼ୋଶୀ ରାଜ୍ୟରୁ ଫେରିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଯିବ । ୭ ଦିନରେ ସଂଗରୋଧରେ ରଖାଯିବ…

ହୋମ୍ ଆଇସୋଲେସନରେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍

ହୋମ୍ ଆଇସୋଲେସନରେ ଅଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ । ଜଣେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିବା ପରେ ସେ ପୃଥକବାସରେ ଅଛନ୍ତି । ସୁସ୍ଥ ଥିବା ଓ କୌଣସି ଲକ୍ଷଣ ନଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ବୋରିସନ୍ । ବୋରିସନ୍ ନିକଟରେ କଞ୍ଜରଭେଟିଭ୍ ପାର୍ଟି ସଦସ୍ୟ ଲି…

ଘରେ ରହିପାରିବେ କରୋନା ରୋଗୀ: ସରକାର

ଭୁବନେଶ୍ୱର: ଏଣିକି ଘରେ ରହିପାରିବେ କରୋନା ଆକ୍ରାନ୍ତ । ଲକ୍ଷଣ ନଥିଲେ ଏବଂ ସାମାନ୍ୟ ଲକ୍ଷଣ ଥିଲେ କରୋନା ରୋଗୀଙ୍କୁ ନିଜ ଘରେ ଆଇସୋଲେସନରେ ରହିବାକୁ ସରକାର ଅନୁମତି ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ ଏହି ସୁବିଧା ମିଳିବ । ରାଜ୍ୟରେ କରୋନା ସ୍ଥିତି ଓ ପରିଚାଳନା ରଣନୀତିରେ…