Latest Odisha News

BREAKING NEWS

Browsing Tag

Home Minister Amit Shah

ପଶ୍ଚିମବଙ୍ଗ ହିଂସା ନେଇ କୋଠୋର ହେଲା କେନ୍ଦ୍ର, ୩ ଦିନ ମଧ୍ୟରେ ରିପୋର୍ଟ ମାଗିଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ରାମନବମୀ ଅବସରରେ ଘଟିଥିବା ହିଂସାକାଣ୍ଡ ଏବଂ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଜି(ମଙ୍ଗଳବାର) ପଶ୍ଚିମବଙ୍ଗ ସରକାରଙ୍କଠାରୁ ରିପୋର୍ଟ ମାଗିଛି କେନ୍ଦ୍ର ସରକାର। ସୂଚନା ଅନୁସାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗରେ ଘଟିଥିବା…

କୃଷକ ଆନ୍ଦୋଳନରେ ନୂଆ ମୋଡ; ଆଜି ସନ୍ଧ୍ୟା ୭ଟାରେ ଚାଷୀଙ୍କୁ ଭେଟିବେ ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ: ଆଜି କୃଷକ ସଂଗଠନ କୃଷି ନିୟମ ବିରୁଦ୍ଧରେ ଭାରତ ବନ୍ଦ ଡାକରା ଘୋଷଣା କରିଥିଲେ। ଭରତ ବନ୍ଦ ଅବଧି ଶେଷ ହେବା ମାତ୍ରେ ଏହି ଆନ୍ଦୋଳନ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଅର୍ଥାତ୍‌ ଆଜି ସନ୍ଧ୍ୟା ୭ ଟାରେ କୃଷକ ନେତାଙ୍କୁ ଭେଟିବେ।…

ଏବେ ବିଜେପିର ଆଗାମୀ ମିଶନ ତାମିଲନାଡୁ; ଆଜି ତାମଲନାଡୁ ଗସ୍ତରେ ଯିବେ ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ତାମିଲନାଡୁର ରାଜଧାନୀ ଚେନ୍ନାଇ ଗସ୍ତ କରିବେ। ଏହି ସମୟ ମଧ୍ୟରେ ସେ ଅନେକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ। ଅମିତ ଶାହା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌.ଜି ରାମଚନ୍ଦ୍ରନ ଏବଂ ଜୟଲଳିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଗସ୍ତର…

ଜନ୍ମଦିନ ଅବସରରେ କହିଲେ ଅମିତ ଶାହ- “ମୋଦିଙ୍କ ଅଧୀନରେ ମା’ ଭାରତୀଙ୍କ ସେବା କରି ମୁଁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ତାଙ୍କୁ "ଦେଶର ସବୁଠାରୁ ଲୋକପ୍ରିୟ ନେତା" ବୋଲି ବର୍ଣ୍ଣନା କରିଛନ୍ତି ଏବଂ ତାଙ୍କ ନେତୃତ୍ୱରେ ଦେଶ ସେବା କରିବା ପାଇଁ ସେ ନିଜକୁ ଗୌରବାନ୍ୱିତ ମନେ କରିଛନ୍ତି।…

ଅମିତ ଶାହ ଅସୁସ୍ଥ, ଦିଲ୍ଲୀ ଏମସ୍ ରେ ଭର୍ତ୍ତି

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ଦିଲ୍ଲୀ ଏମସ୍ ରେ ଭର୍ତ୍ତି କରାଯାଇଛି । ଗତ ଦୁଇ ତିନି ଦିନ ହେଲା ସେ ଶରୀରରେ ପୀଡା ଓ ଅତ୍ୟଧିକ କ୍ଲାନ୍ତ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ସେ ଏବେ ସୁସ୍ଥ ଥିବା ଏମସ୍ ପକ୍ଷରୁ…