Latest Odisha News
Browsing Tag

Home Ministry

ନୂପୁର ଶର୍ମା ବିବାଦ, ସତର୍କ ରହିବାକୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଲା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ

ନୂଆଦିଲ୍ଲୀ: ନୂପୁର ଶର୍ମା ପ୍ରଫେଟ ମହମ୍ମଦଙ୍କୁ ନେଇ ଦେଇଥିବା ବୟାନ ଉପରେ ବିଦେଶ ପରେ ଦେଶରେ ବଢୁଛି ବିବାଦ। ଏହାକୁ ନେଇ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ ସମତେ ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ମୁସଲିମ ବର୍ଗ। ଅନ୍ୟପଟେ ଆଲକାଏଦା ଦେଶର ଚାରି ରାଜ୍ୟରେ ଆତଙ୍କବାଦୀ ଆକ୍ରମଣ…

ଅଗଷ୍ଟରେ ଖୋଲିପାରେ ସିନେମା ହଲ୍

ନୂଆଦିଲ୍ଲୀ: କେବେ ଖୋଲିବ ସିନେମା ହଲ୍ ? ଲକଡାଉନ ପରଠୁ ଦେଶରେ ବନ୍ଦ ରହିଥିବା ସିନେମା ହଲ୍ ଅଗଷ୍ଟ ମାସରୁ ପୁଣି ଥରେ ଖୋଲିପାରେ । ଅନୁମତି ଦେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସୁପାରିଶ କରିଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ । ତୃତୀୟ ପର୍ଯ୍ୟାୟ ଅନଲକ୍ ସମୟରେ ସିନେମା ହଲ ଖୋଲିବା…

ମହାପ୍ରଭୁଙ୍କ ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ

ଭୁବନେଶ୍ୱର : ରଥଖଳାରେ ନିର୍ମାଣ ହୋଇପାରିବ ଶ୍ରୀ ଜିଉଙ୍କ ରଥ । ରଥ ନିର୍ମାଣକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ଅନୁମତି ମିଳିଛି । ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଆସିଛି । ତେବେ ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର…

ଖୋଲିବନି ସେଲୁନ କିମ୍ବା ମଦ ଦୋକାନ: ଗୃହ ମନ୍ତ୍ରାଳୟ

ନୂଆଦିଲ୍ଲୀ: କରୋନା ଭାଇରସ୍ ଲକ୍‌ଡାଉନ୍ ମଧ୍ୟରେ ଦୋକାନ ଖୋଲିବା ନେଇ ସଭିଙ୍କ ମନରେ ଜାରି ରହିଛି ଦ୍ଵନ୍ଦ୍ଵ । ତେବେ ଏହି ଦ୍ୱନ୍ଦକୁ ଦୂର କରିଛନ୍ତି କେନ୍ଦ୍ର ସରକାର । କେଉଁ ସବୁ ଦୋକାନ ଖୋଲା ରହିବ ଓ କେଉଁ ସବୁ ଦୋକାନ ବନ୍ଦ ରହିବ ସେ ନେଇ ସ୍ପଷ୍ଟ ସୂଚନା ଦେଇଛନ୍ତି କେନ୍ଦ୍ର ଗୃହ…

ଗୃହମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ପ୍ରତିବାଦରୁ ହଟିଲେ ଆଇଏମ୍ଏ ଡାକ୍ତର

ନୂଆଦିଲ୍ଲୀ: ସୁରକ୍ଷା ପ୍ରତିଶ୍ରୁତି ମିଳିବା ପରେ ପ୍ରତ୍ୟହାର ହେଲା ଆଇଏମଏ ଡାକ୍ତରଙ୍କ ପ୍ରତିବାଦ । ଗୃହମନ୍ତ୍ରୀ ଅମିତ ଶାହା ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନଙ୍କ ସହ ଭିଡିଓ କନ୍‌ଫରେନ୍ସ କରିବା ପରେ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍‌ର ଡାକ୍ତରମାନେ ଦୁଇ ଦିନ ହେବ…

ଭିଡିଓ ମିଟିଂ ପାଇଁ ବ୍ୟବହାର ହେଉଥିବା ଜୁମ୍ ଆପ୍ ସୁରକ୍ଷିତ ନୁହେଁ : ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ଭାରତରେ ଭିଡିଓ କଲିଂ ଓ ମିଟିଂ ପାଇଁ ବହୁଳ ଭାବରେ ବ୍ୟବହାର ହେଉଥିବା ଜୁମ୍ ଆପ୍ ସୁରକ୍ଷିତ ନୁହେଁ ବୋଲି ଗୃହ ମନ୍ତ୍ରଣାଳୟ ପକ୍ଷରୁ ସତର୍କ କରାଯାଇଛି । ଏଥି ସହିତ କେନ୍ଦ୍ର ସରକାରଙ୍କ ପକ୍ଷରୁ ସରକାରୀ କାର୍ଯ୍ୟ ପାଇଁ କର୍ମଚାରୀ ଓ ଅଫିସରେ ଏହି ଜୁମ୍ ଆପ୍ ବ୍ୟବହାର ନେଇ କଟକଣା…