Latest Odisha News

BREAKING NEWS

Browsing Tag

Honey trap

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେଇ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଜଣେ ଗିରଫ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ଚାକିରି କରୁଥିଲେ, ପାକିସ୍ତାନକୁ ଦେଉଥିଲେ ଗୁପ୍ତ ତଥ୍ୟ । ଆଇଟିଆରରେ କାର୍ଯ୍ୟରତ ଜଣେ ବରିଷ୍ଠ ଟେକ୍ନିକାଲ୍ ଅଫିସରଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ । ହନି ଟ୍ରାପରେ ଫସି ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେଇଥିଲେ । ଅଶ୍ଳୀଳ ଭିଡିଓ ଦେଇ…

କଟକରେ ହନିଟ୍ରାପ୍‌ ! ୩ ଅଭିଯୁକ୍ତ ଗିରଫ, ଯୁବତୀ ଫେରାର

କଟକ: କଟକରେ ହନିଟ୍ରାପ୍‌ । ଦେହ ବ୍ୟବସାୟ ଲୋଭ ଦେଖାଇ ଲୁଟ୍‌ ଓ ବ୍ଲାକ୍‌ମେଲିଂ । କଟକ, ଲାଲବାଗ ଥାନା ପୋଲିସ ଦ୍ୱାରା ହନିଟ୍ରାପ ରାକେଟର ପର୍ଦ୍ଦାଫାସ୍ । ଜଣେ ଯୁବ ଇଞ୍ଜିନିୟରଙ୍କୁ ହନି ଟ୍ରାପର ଶୀକାର କରିବା ଅଭିଯୋଗରେ ଲାଲବାଗ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ…

ଓଡ଼ିଶା ପରେ ରାଜସ୍ଥାନର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଫସାଇଛି ରହସ୍ୟମୟୀ

ଭୁବନେଶ୍ବର : ଡିଆର୍‌ଡିଓ ତଥ୍ୟ ଲିକ୍‌ ମାମଲାରେ ଆସିଛି ନୂଆ ତଥ୍ୟ । ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍ର ଶିକାର ହୋଇଛନ୍ତି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ । ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ହନିଟ୍ରାପ୍‌ରେ…