Latest Odisha News

BREAKING NEWS

Browsing Tag

honor killing

ବେଲ୍ଟ ପିନ୍ଧାକୁ ନେଇ ମଝିଆଁ ଭାଇକୁ ମାରିଲା ସାନ ଭାଇ

ଝାରସୁଗୁଡ଼ା: ଅଣ୍ଟା ପିନ୍ଧା ବେଲ୍ଟ ପାଇଁ ଭାଇକୁ ମାରିଲା ଭାଇ । ସାମନ୍ୟ ନିର୍ଜୀବ ବସ୍ତୁ ଟିଏ ପାଇଁ ଭାଇ ନେଇଗଲା ଭାଇ ର ଜୀବନ । ବ୍ରଜରାଜନଗର ସ୍ଥିତ ଓରିଏଣ୍ଟ ଥାନା ଅନ୍ତର୍ଗତ ଗୁଆଲାପଡ଼ାରେ ଶୁକ୍ରବାର ସନ୍ଧ୍ୟାରେ ଏହି କାଣ୍ଡ ଘଟିଛି। ସାନ ଭାଇ ଉମେଶ ଚୌହାନ ଓ ମଝିଆଁ ଭାଇ ସୋମେଶ…

ସାବିତ୍ରୀ ଆଗରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ମାନସିକ ରଖିବାକୁ ଇଚ୍ଛା କରିଥିଲେ ପ୍ରଭାତି ନାୟକ । ଏନେଇ ସ୍ୱାମୀଙ୍କୁ ପୂଜା ପାଇଁ ଆବଶ୍ୟକ ଜିନିଷ କିଣି ଆଣିବାକୁ ବରାଦ କରିଥିଲେ । କିନ୍ତୁ ଯାହାର ଦୀର୍ଘାୟୁ କାମନା ପାଇଁ ଏତେ ଯତନ ହେଉଥିଲା । ସେହି ସ୍ୱାମୀ ହିଁ ସ୍ତ୍ରୀକୁ ହତ୍ୟା କରିଦେଲା…

ଛଅ ଛୁଆଙ୍କୁ କୂଅରେ ପକେଇ ହତ୍ୟା କଲା ମାଆ

ଭୁବନେଶ୍ୱର: ଛଅଟି ପିଲାଙ୍କୁ କୂଅରେ ପକେଇ ମାରି ଦେଲା ମାଆ । ମହାରାଷ୍ଟ୍ରର ରାଇଗଡ଼ ଜିଲ୍ଲାରେ ଜଣେ ମହିଳା ଘରୋଇ କଳିରୁ ଉତକ୍ଷିପ୍ତ ହୋଇ ନିଜର ଛୁଆ ମାନଙ୍କୁ ହତ୍ୟା କରିଛନ୍ତି । ଜିଲ୍ଲାର ମହାଦ ଗ୍ରାମରେ ଏହି ଲୋମ ଟାଙ୍କୁରା ଘଟଣା ଘଟିଛି । ମହିଳା ହେଉଛନ୍ତି – ଚିଖୁରି ସାହନୀ, ବୟସ –…

ପାକିସ୍ତାନରେ ଡ୍ୟାନ୍ସ ଆଉ ମଡେଲିଂ କରିବାରୁ ଭଉଣୀ କୁ ମାରିଦେଲା ଭାଇ

ଭୁବନେଶ୍ୱର: ପାକିସ୍ତାନର ଫୈସଲାବାଦରେ ଭଉଣୀ ମଡେଲିଂ ଆଉ ଥିଏଟର ରେ ଡ୍ୟାନ୍ସ କରିବାରୁ ଭାଇ ତାକୁ ଗୁଳି କରି ହତ୍ୟା କରିଛି । ହତ୍ୟା କରିବା ପରେ ପୋଲିସ ନିକଟରେ ସବୁ ସତ କହିଛି ଭାଇ ହମଜା । ସିଦ୍ରା ନାମକ ଜଣେ ଝିଅ ଓକାରା ଅଂଚଳରେ ବାସିନ୍ଦା । ତାଙ୍କ ପସନ୍ଦ ଅନୁସାରେ ସେ ଡ୍ୟାନ୍ସ ଆଉ…