Latest Odisha News
Browsing Tag

hospital

ହସ୍ପିଟାଲରେ ବିଲେଇ ଆତଙ୍କ, ବିପଦରେ ନବଜାତ ଶିଶୁ

ଜବଲପୁର: କୁହାଯାଏ ଡାକ୍ତରଖାନା ହେଉଛି ରୋଗୀଙ୍କ ପାଇଁ ସଂଜୀବନୀ ସ୍ଥଳୀ । ହେଲେ ମଧ୍ୟପ୍ରଦେଶର ଜବଲପୁରରେ ଲୋକେ କିନ୍ତୁ ଡାକ୍ତରଖାନା ଯିବାକୁ ଭୟ କରୁଛନ୍ତି । ସେମାନଙ୍କ ଭୟ ପଛରେ ଏକ ବିଲେଇ କାରଣ ସାଜିଥିଲାବେଳେ ବିପଦରେ ପଡିଛି ନବଜାତ ଶିଶୁଙ୍କ ଜୀବନ । ଜବଲପୁର ସରକାରୀ ହସ୍ପିଟାଲରେ…

ହସ୍ପିଟାଲରେ ଭର୍ତ୍ତି ହେଲେ ରଣଦୀପ ହୁଡ୍ଡା !

ମୁମ୍ବାଇ: ଭର୍ସାଟାଇଲ୍ ଆକ୍ଟର ରଣଦୀପ ହୁଡ୍ଡା ଏବେ ହସ୍ପିଟାଲରେ । ଆଜି ସକାଳେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଅନେକ ଲୋକ କରୋନା ସହ ରଣଦୀପଙ୍କୁ ଯୋଡିଥିଲାବେଳେ ସେ କିନ୍ତୁ ଏକ ଭିନ୍ନ କାରଣ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।…

ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ପାଇଁ ବିଏମ୍‌ସିର ନୂଆ ଗାଇଡଲାଇନ

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଅଧିକ ଚିନ୍ତା ବଢ଼ାଇଛି ଲୋକାଲ କଣ୍ଟାକ୍ଟ । ଏଥିପାଇଁ ବିଏମ୍‌ସି କଡା ପଦକ୍ଷେପ ନେଇଛି । ବିଶେଷ କରି ବସ୍ତି ଅଞ୍ଚଳ ପାଇଁ କରୋନା ବୃଦ୍ଧି ପାଉଥିବା କୁହାଯାଉଥିବା ବେଳେ ଏଥପ୍ରତି ଅଧିକ ଦୃଷ୍ଟି ଦେଇଛି…

ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯୁବକ

ଯାଜପୁର: କରୋନା ସଙ୍କଟ ସମୟରେ ଡାକ୍ତରମାନଙ୍କୁ ଯୋଦ୍ଧାର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ମଧ୍ୟ ପ୍ରସ୍ତୁତ କରିଛନ୍ତି । ଏଭଳି ପରିସ୍ଥିତିରେ ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଛି । ମିଳିଥିବା…

ଡାକ୍ତର, ମେଡିକାଲ କର୍ମଚାରୀଙ୍କ ସୁରକ୍ଷା ନେଇ ରାଜ୍ୟଗୁଡିକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ: କରୋନା ସଂକ୍ରମିତଙ୍କ ଚିକିତ୍ସା ଓ ସେବାରେ ନିୟୋଜିତ ଚିକିତ୍ସକ, ସ୍ୱାସ୍ଥ୍ୟ କର୍ମୀ, ବିଶେଷଜ୍ଞ ଓ ଅନ୍ୟସମସ୍ତ ଆଗଧାଡିର କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଢ ତଥା ସୁନିଶ୍ଚିତ କରିବାକୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶକ୍ରମେ ସ୍ୱରାଷ୍ଟ୍ର…

ଡ଼ାକ୍ତରଖାନା ତିନିମହଲାରୁ ଡ଼େଇଁଲେ ରୋଗୀ, ତଳେ ପଡ଼ି ଗୁରୁତର ଆହତ

କଟକ: ଆତ୍ମହତ୍ୟା କରିବା ପାଇଁ ଏକ ଘରୋଇ ହସ୍ପିଟାଲର ତୃତୀୟ ମହଲାରୁ ଡେଇଁଥିବା ଜଣେ ବ୍ୟକ୍ତି ସୌଭାଗ୍ୟ ବଶତଃ ବଞ୍ଚି ଯାଇଛନ୍ତି । ବ୍ୟକ୍ତିଜଣଙ୍କର ନାମ ଚନ୍ଦ୍ର ନାୟକ(୩୦)ଏବଂ ତାଙ୍କ ଘର ସୁନ୍ଦରଗଡ଼ ବୋଲି ଜଣାପଡ଼ିଛି । ସୂଚନା ମୁତାବକ କିଡନୀ ନଷ୍ଟ ହୋଇଯାଇଥିବାରୁ କିଛି ଦିନ ତଳେ…