Latest Odisha News

BREAKING NEWS

Browsing Tag

Hospitalised

ଯମୁନାରେ ବୁଡ଼ ପକାଇବା ପରେ ଅସୁସ୍ଥ ବିରେନ୍ଦ୍ର ସଚ୍ଚଦେବା

ନୂଆଦିଲ୍ଲୀ: ଦିଲ୍ଲୀ ଭାରତୀୟ ଜନତା ପାର୍ଟି ସଭାପତି ବିରେନ୍ଦ୍ର ସଚ୍ଚଦେବାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ରାମ ମନୋହର ଲୋହିୟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଦିଲ୍ଲୀ ସରକାରଙ୍କ ଜନ ବିରୋଧୀ ନୀତି ବିରୋଧରେ ଗତ ଗୁରୁବାର ଯମୁନାରେ ବୁଡ଼ ପକାଇଥିଲେ। ସେ ଯମୁନାରେ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି 

ଚଣ୍ଡିଗଡ: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ମୋହାଲିର ଫୋର୍ଟିସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ହସ୍ପିଟାଲରେ ଭର୍ତ୍ତି ହେବା ପରେ ସାରା ଡାକ୍ତରଖାନାର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ତେବେ…

ହସ୍ପିଟାଲରେ ଭର୍ତ୍ତି ହେଲେ ମୋହନଲାଲ

କୋଚି: ମାଲାୟାଲମ୍ ସୁପରଷ୍ଟାର ମୋହନଲାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ, ମୋହନଲାଲଙ୍କୁ ଜ୍ୱର ସହ ଶ୍ୱାସକ୍ରିୟାରେ ସମସ୍ୟା ଏବଂ ମାଂସପେଶୀରେ ଯନ୍ତ୍ରଣା ଯୋଗୁ ତାଙ୍କୁ କୋଚିର ଅମୃତା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଭର୍ତ୍ତି କରାଯାଇଛି। ପରବର୍ତ୍ତୀ ସମୟରେ…

ଭିନେଶ ଫୋଗଟ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପ୍ୟାରିସ: ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହେଲେ ଭିନେଶ ଫୋଗଟ। ଆଜି ଅଲିମ୍ପିକ୍ସରେ ୫୦ କିଲୋଗ୍ରାମ ଫ୍ରିଷ୍ଟାଇଲ ରେସଲିଂ ଫାଇନାଲରେ ଭାଗ ନେବାକୁ ଅଯୋଗ୍ୟ ଘୋଷିତ ହେବା ପରେ ସେ ଅସୁସ୍ଥ ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ଡିହାଇଡ୍ରେସନ ଯୋଗୁ ଭିନେଶ ଫୋଗଟଙ୍କୁ ଡାକ୍ତରଖାନାରେ…

ପୁଣି ବିଗିଡିଲା ଆଡଭାନୀଙ୍କ ସ୍ବାସ୍ଥ୍ଯବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଏଲ.କେ ଆଡଭାନୀଙ୍କୁ ମଙ୍ଗଳ ବାର ଦିନ ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଚିକିତ୍ସା ପରେ ତାଙ୍କର ସ୍ବାସ୍ଥ୍ଯବସ୍ଥା ସ୍ଥିର ରହିଥିବା ନେଇ ସୂତ୍ରରୁ ପ୍ରକାଶ। ୯୬ ବର୍ଷୀୟ ଏହି ନେତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଅଭିନେତ୍ରୀ ଉର୍ବଶୀ ରୌତେଲା ହସ୍ପିଟାଲରେ ଭର୍ତ୍ତି

ହାଇଦ୍ରାବାଦ: ଅଭିନେତ୍ରୀ ଉର୍ବଶୀ ରୌତେଲା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅପକମିଂ ଫିଲ୍ମ ସୁଟିଂ କରୁଥିବା ସମୟରେ ତାଙ୍କୁ ଜୋରଦାର ଆଘାତ ଲାଗିଛି। ଏବେ ଅଭିନେତ୍ରୀଙ୍କ ଚିକିତ୍ସା ଚାଲିଥିବା ବେଳେ ତାଙ୍କର ଫ୍ୟାକଚର୍ ହେଇଥିବା ନେଇ ତାଙ୍କ ଟିମ୍ ପକ୍ଷରୁ ସୂଚନା ମିଳିଛି। ସୂଚନା…

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ଗତକାଲି ରାତିରେ…

ଛାତିରେ ଯନ୍ତ୍ରଣା ହେବାରୁ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା: ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପ୍ରଥମେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା…

ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ତୁଳସୀ ମୁଣ୍ଡା

ଭୁବନେଶ୍ୱର: ଅସୁସ୍ଥ ହୋଇପଡିବାରୁ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଯୋଡା ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲ ଓ ପରେ ରାଜଧାନୀର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ଶାନ୍ତନୁ ମହାପାତ୍ର । ନିମୋନିଆ ତଥା ଏକାଧିକ ରୋଗରେ ପୀଡିତ ହୋଇଥିବା ଶାନ୍ତନୁଙ୍କୁ ତାଙ୍କ ପରିବାର ଲୋକେ ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।…