ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ
ଚେନ୍ନାଇ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ହସ୍ପିଟାଲରେ ଭର୍ତ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଚେନ୍ନାଇର ଏକ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଅଛି।
ତେବେ ଏନେଇ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ, ଚିନ୍ତାର କୌଣସି ଆବଶ୍ୟକତା…