ଆଇଟିଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସରକାର ଆଇଟିଆଇରେ ପାଠ ପଢୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ନଅ ମାସର ହଷ୍ଟେଲ ଫିସ୍ ଛାଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ…