Latest Odisha News

BREAKING NEWS

Browsing Tag

Hotel

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର: ହୋଟେଲ୍ ରୁମରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିବା ଘଟଣା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ତେବେ ଯୁବତୀ ଜଣଙ୍କ ନିୟମିତ ନିଶା ଦ୍ରବ୍ୟ ସେବନ କରୁଥିବା ନେଇ ଚର୍ଚ୍ଚା ହେଉଥିଲା ।…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ଜୀବନ୍ତ ଦଗ୍ଧ, ୩୦ ଗୁରୁତର

ନୋମ ପେହ୍ନ:କାମ୍ବୋଡିଆର ପୋଇପେଟ ସ୍ଥିତ କାମ୍ବୋଡ଼ିଆ ସିଟି ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି ।ଅଗ୍ନିକାଣ୍ଡରେ ୧୦ ଜଣ ଜୀବନ୍ତ ଜଳି ଯାଇଥିବା କୁହାଯାଉଛି । ପ୍ରାୟ ୫୦ ଜଣ ନିଆଁ ଭିତରେ ଫସି ରହିଛନ୍ତି । ୩୦ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଦମକଳବାହିନୀ…

୧୩୫ ଟଙ୍କାରେ ୭ ଦିନିଆ ବିଦେଶ ଯାତ୍ରା

ନୁୂଆଦିଲ୍ଲୀ:  ବିଦେଶ ଯାତ୍ରା କରିବାକୁ ସମସ୍ତଙ୍କର ମନ । ହେଲେ ପକେଟ ସମସ୍ତଙ୍କୁ ଅନୁମତି ଦିଏନି । ତେଣୁ ବିଦେଶ ଭ୍ରମଣ ସ୍ୱପ୍ନ ସମସ୍ତଙ୍କର ଅଧାରେ ରହିଯାଏ । ହେଲେ ଏହି ଖବର ଶୁଣିବା ପରେ ମରିଯାଇଥିବା ସ୍ୱପ୍ନ ପୁଣି ମୁଣ୍ଡ ଟେକିବ । ମାତ୍ର ୧୩୫ଟଙ୍କାରେ ୭ ଦିନିଆ ବିଦେଶ ଯାତ୍ରା । ତା…

ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲେ ୨ କର୍ମଚାରୀ

ଲକ୍ଷ୍ନୌ: ହୋଟେଲର ଷ୍ଟୋରରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲେ ୨ କର୍ମଚାରୀ । ଉତ୍ତରପ୍ରଦେଶର ମଥୁରାର ବୃନ୍ଦାବନ ଥାନା ଅଞ୍ଚଳରେ ଥିବା ଏକ ହୋଟେଲରେ ଏହି ଅଗ୍ନିକାଣ୍ଡ ଘଟିଛି। ଆଜି ସକାଳୁ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ସୂଚନା। ଏହି ଅଗ୍ନିକାଣ୍ଡରେ ହୋଟେଲର ଦୁଇ ଜଣ କର୍ମଚାରୀଙ୍କ ମୃତ୍ୟୁ…

ପୁରୀ ହୋଟେଲରେ ବିଷ ପିଇ ଦେଲେ ପ୍ରେମୀଯୁଗଳ

ପୁରୀ : ପୁରୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ପୁରୀର ଏକ ହୋଟେଲରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ | ସିଟି ରୋଡ଼ ସ୍ଥିତ ଘରୋଇ ହୋଟେଲରେ  ଘଟିଛି ଏ ଘଟଣା | ଉଭୟ ବିଷ ପାନ କରିଥିବା ସୂଚନା | ଉଭୟଙ୍କୁ ହୋଟେଲ କର୍ତ୍ତୃପକ୍ଷ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ହୋଟେଲର ୬ ମହଲାର ଏକ ରୁମରୁ ଖସି ଘରୋଇ କମ୍ପାନୀର ଏଚ୍.ଆରଙ୍କ ମୃତ୍ୟୁ

ପୁରୀ: ପୁରୀ ବଳିଆ ପଣ୍ଡା ସ୍ଥିତ ହୋଟେଲ୍ କ୍ରିଷ୍ଣା ସି ସାଇଡରେ ଅଘଟଣ । ହୋଟେଲର ୬ ମହଲାର ଏକ ରୁମର ଝରକାରୁ ଖସି ପଡ଼ି ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଅସ୍ତରଙ୍ଗ ଥାନା ଅଧିନ ଉଦୟପୁର ଅଞ୍ଚଳର ଲିଙ୍ଗରାଜ ସାହୁ । ଖବର ପାଇ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ସହ ବଳିଆ ପଣ୍ଡା ଥାନା…

ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି, ଧରାଇଦେଲା ସ୍ତ୍ରୀର ଆଧାର କାର୍ଡ

ଭୁବନେଶ୍ୱର: ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି କରିବା ଜଣେ ୪୧ ବର୍ଷୀୟ ବ୍ୟକ୍ତିଙ୍କୁ ମହଙ୍ଗା ପଡିଛି । ବ୍ୟକ୍ତି ଜଣକ ହୋଟଲରେ ରହିବା ପାଇଁ ବ୍ୟବହାର କରିଥିଲେ ନିଜ ସ୍ତ୍ରୀର ଆଧାର କାର୍ଡ । ବାସ୍ ଏହି ଭୁଲ୍ ପାଇଁ ବ୍ୟକ୍ତି ଜଣକ ନିଜ ସ୍ତ୍ରୀ ହାତରେ ଧରାପଡିଥିଲେ । ମହାରାଷ୍ଟ୍ର ପୁଣେରେ…

ଦୋକାନ ଆଗରେ ଚା’ ପିଇବା ମନା, ରେଷ୍ଟୁରାଂଟରୁ ନେବେ ପାର୍ସଲ

ଭୁବନେଶ୍ୱର: ଏଣିକି ଦୋକାନ ଆଗରେ ଚା’ ପିଇ ପାରିବେ ନାହିଁ ଗ୍ରାହକ । ଦୋକାନ ଆଗରେ ଚା’ ପିଇବା ଉପରେ କଟକଣା ଲାଗଯାଇଛି । ଖାଦ୍ୟ ବିକ୍ରେୟକାରୀଙ୍କ ପାଇଁ ବିଏମ୍‌ସି ପକ୍ଷରୁ ନୂଆ ଗାଇଡାଲାଇନ୍ ଜାରି ହୋଇଛି । ରେଷ୍ଟୁରାଂଟ, ଢ଼ାବା, ରାସ୍ତାକଡ ଠେଳା ଦୋକାନୀଙ୍କ ପାଇଁ ଏହି ଗାଇଡଲାଇନ୍ ଜାରି…