Latest Odisha News

BREAKING NEWS

Browsing Tag

House adjourned

ଗୃହରେ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ବର: ଗୃହ ଆରମ୍ଭରୁ ହଟ୍ଟଗୋଳ । ପୁଣି ଥରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୂଲତବୀ ହୋଇଛି । କଂଗ୍ରେସ ସାଂସଦଙ୍କ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଆଜି ବିଧାନସଭାର ପ୍ରଶ୍ନକାଳରେ କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ…

୩ୟ ଦିନରେ ବି ବିରୋଧୀଙ୍କ ହଟ୍ଟଗୋଳ, ଆସନ୍ତାକାଲି ୧୦.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର: ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ଭିତରେ ବିଧାନସଭା ଆସନ୍ତାକାଲି ଯାଏଁ ମୁଲତବୀ ରଖାଯାଇଛି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭାକୁ ଆସନ୍ତାକାଲି ଦିନ୧୦ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ତୃତୀୟ ଦିନରେ ବି ଠିକ୍ ଭାବେ ଚାଲି ପାରିନଥିଲା ଗୃହ । ଆରମ୍ଭରୁ…

ପୁଣି ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ଗୃହ ୪ଟା ଯାଏ ମୁଲତବି

ଭୁବନେଶ୍ୱର: ବିଧାନସଭାରେ ଲଗାତାର ପଞ୍ଚମ ଦିନ ଲାଗି ହଟ୍ଟଗୋଳ ଲାଗି ରହିଛି । ସକାଳେ ବିରୋଧୀ-ଶାସକ ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ବାଚସ୍ପତି ଗୃହକୁ ଦିନ ୧୨ଟା ଯାଏ ମୁଲତବି ରଖିଥିଲେ । ମଧ୍ୟାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣ ହୋହଲ୍ଲା କରିଥିଲେ ସଦସ୍ୟ ଫଳରେ ବାଚସ୍ପତି ଗୃହକୁ…

ବିଧାନସଭା ଅଚଳ: ଆଜି ବି ଆରମ୍ଭରୁ ହଟ୍ଟଗୋଳ, ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ଶାସକ-ବିରୋଧୀ ହଟ୍ଟଗୋଳ ଯୋଗୁ ଧୋଇ ଯାଇଛି ବିଧାନସଭା ତିନିଟି କାର୍ଯ୍ୟ ଦିବସ । ଅଚଳାବସ୍ଥା ହଟୁନି । ବିରୋଧୀ ଓ ଶାସକ ଦଳ ସଦସ୍ୟଙ୍କ ତମ୍ବିତଫାନ ଯୋଗୁ ଚାଲି ପାରୁନି ଗୃହ । ଆଜି ବି ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି । ବିଧାୟକ ସୁବାସ ପାଣିଗ୍ରାହୀ ଆତ୍ମହତ୍ୟା ଉଦ୍ୟମ…

ଆରମ୍ଭରୁ ଧାନ ତାତି, ବିଧାନସଭା ସାଢ଼େ ୧୧ଟା ଯାଏ ମୁତଲବୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଇଥିଲା । ବିଧାନସଭାରେ କଂଗ୍ରେସ ବିଧାୟକ ହୋହଲ୍ଲା ଆରମ୍ଭ କରିଥିଲେ । ବିଜେପି ବିଧାୟକ ବି ମଣ୍ଡିରୁ ଧାନ ନଉଠିବା ପ୍ରସଙ୍ଗକୁ ନେଇ…