Latest Odisha News

BREAKING NEWS

Browsing Tag

humanity

ବାପା ଭୂମିକାରେ ଭଟଲି ବିଧାୟକ, ଅନାଥ ଝିଅର ବାହାଘର କରି ପ୍ରଶଂସା ସାଉଁଟିଲେ ସୁଶାନ୍ତ ସିଂ

ବରଗଡ଼ : ପୁଣି ମାନବିକତା ଦେଖାଇଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ଜଣେ ଅସହାୟ ଅନାଥ ଝିଅ ବାହାଘରର ସବୁ ଦାୟିତ୍ୱ ତୁଲାଇବା ସହ ବାପା ଭୂମିକାରେ ନଜର ଆସିଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ବାହାଘରର ସମସ୍ତ ଆୟୋଜନ କରିବା ସହ ଅସହାୟ ସମୟରେ ବିଧାୟକ ସୁଶାନ୍ତ ସିଂଙ୍କ ଏହି ସହାୟତା ପାଇଁ…

ଜାତିସଂଘ ମାନବାଧିକାର ପରିଷଦରୁ ଋଷିଆକୁ କାଢ଼ିବାକୁ ଜରୁରୀ ବୈଠକ

ନ୍ୟୁୟର୍କ: ଜାତିସଂଘ ମୁଖ୍ୟାଳୟରେ ବସିଛି ଜରୁରୀ ବୈଠକ । ଜାତିସଂଘ ମାନବାଧିକାର ପରିଷଦର ସଦସ୍ୟମାନେ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ଋଷିଆ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ଏହି ବୈଠକ ବସିଥିବା ଜଣାପଡ଼ିଛି । ମାନବାଧିକାର ପରିଷଦରୁ ଋଷିଆକୁ କାଢ଼ିବା ପାଇଁ ଏହି ଜରୁରୀ ବୈଠକ ବସିଛି । ଯାହା ଭୋଟ…

[ଭିଡ଼ିଓ] ଆପଣା ସାଜିଲେ ପର, ପର ସାଜିଲେ ଆପଣା

ଅନୁଗୁଳ: ଗୋହିରାପଶି ଗାଁରେ ଅଭାବନୀୟ ଘଟଣା । ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପାଖ ମାଡିଲେନି ପରିବାର କି ଗାଁ ଲୋକେ । ଶେଷରେ ଆଗେଇ ଆସିଥିଲେ କିଛି ସରକାରୀ ବାବୁ ଓ ସ୍ଥାନୀୟ ସରପଂଚ । ଦେଖାଇଥିଲେ ମାନବିକତାର ଜ୍ୱଳନ୍ତ ଉଦାହରଣ । ଗତକାଲି ସଂଧ୍ୟା ୮ଟାବଳେ ଗୋବିନ୍ଦ ମାଝୀ ନାମକ ଜଣେ…

ମାନବିକତା ଆଗରେ ଫିକା ପଡିଲା ରକ୍ତ ସଂପର୍କ !

ବୁଗୁଡା: ଆଜି ବି ବଂଚିଛି ମାନବିକତା । ଏହି ଧାଡିଟିକୁ ଲେଖିବା, ପଢିବା କିମ୍ବା କାହାକୁ କହିବା ବେଶ ସହଜ । ହେଲେ ତାକୁ ସତ ପ୍ରମାଣିତ କରିବା ଅନେକଙ୍କ ପକ୍ଷେ ଅସମ୍ଭବ । ତେବେ ମାନବିକତାର ଏକ ଜ୍ୱଳନ୍ତ ଉଦାହରଣ ବ୍ରହ୍ମପୁର ବୁଗୁଡାର ଚିରିକିପଡା ଗାଁରେ ସାମ୍ନାକୁ ଆସିଛି । ଚିରିକିପଡା…