Latest Odisha News
Browsing Tag

Hyderabad

ଟ୍ରାଫିକ୍ ଜାମ୍ ହଟାଇବା ଲାଗି ୨ କିମି. ଦୌଡିଲେ କନଷ୍ଟେବଳ

ହାଇଦ୍ରାବାଦ: ହାଇଦ୍ରାବାଦର ଏକ ରୋଡରେ ଟ୍ରାଫିକ୍ ଜାମ୍ ଲାଗିଥିବା ବେଳେ ଆମ୍ବୁଲାନ୍ସ ପାଇଁ ରାସ୍ତା ଫାଙ୍କା କରିବାକୁ ଯାଇ ପାଖାପାଖି ୨ କିମି. ଯାଏଁ ଦୌଡିଛନ୍ତି ଟ୍ରାଫିକ୍ କନଷ୍ଟେବଳ ଜି ବାବଜି । ଏସମ୍ପର୍କିତ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି । ସୂଚନା…

ହାଇଦ୍ରାବାଦରେ ପ୍ରବଳ ବର୍ଷା, ୫୦ ମୃତ

ହାଇଦ୍ରାବାଦ: ହାଇଦ୍ରାବାଦରେ ବାଦଲ ଫଟା ବର୍ଷା । ଚାରିଆଡେ ଖାଲି ପାଣି ଆଉ ପାଣି । ସହରର ଅନେକ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏପରିକି ପ୍ରଭାବିତ ହୋଇଛି ଜୀବନଯାତ୍ରା । ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ହାଇଦ୍ରାବାଦର ଚନ୍ଦ୍ରାୟଗୁଟ୍ଟା ଅଞ୍ଚଳ । ଏଠାରେ ବଡବଡ ଗଛ ଓ ଘର…

ପୋଲିସ ହାବୁଡରେ କରୋନା ବାବା !

ହାଇଦ୍ରାବାଦ: କରୋନା ଭାଇରସ୍‌ର ଚିକିତ୍ସା କରିବା ନେଇ ପ୍ରଚାର ଜଣେ ଭଣ୍ଡବାବାକୁ ମହଙ୍ଗା ପଡିଛି । ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଭଣ୍ଡବାବା ଓ ତାଙ୍କ ସହଯୋଗୀ ହାଇଦ୍ରାବାଦରେ ଗିରଫ ହୋଇଛନ୍ତି । କରୋନା ବାବା ଭାବେ ପରିଚିତ ମହମ୍ମଦ ଇସ୍ମାଇଲ ଓ ତାଙ୍କ ସହଯୋଗୀଙ୍କୁ ଶନିବାର ସାଇଦ୍ରାବାଦ…

ଅଛୁଆଁ ହୋଇ ପଡି ରହିଲେ କରୋନା ମୃତକ: ଟ୍ରାକ୍ଟରରେ ମଶାଣିକୁ ବୋହି ନେଲେ ଡାକ୍ତର

ହାଇଦ୍ରାବାଦ: ହଜି ଯାଉଛି ମାନବିକତା । କରୋନା କଷ୍ଟ ଠାରୁ ବଳିଯାଉଛି ଅମାନବିକତାର ଦାରୁଣ ଦୃଶ୍ୟ । ଘଣ୍ଟା ଘଣ୍ଟା ପଡି ରହିଲା କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ ଦେହ । ସଂକ୍ରମଣ ଭୟରେ ମିଳିଲାନି ଚାରି କାନ୍ଧ । ଶେଷରେ ମୃତକଙ୍କୁ ଶ୍ମଶାନ ଯାଏଁ ବୋହି ନେଲେ ଡାକ୍ତର। ଏମିତି ଏକ…

ହାଇଦ୍ରାବାଦ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ମିଳିଛି: ପ୍ରତାପ ଜେନା

ଭୁବନେଶ୍ୱର: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାରେ ସମସ୍ତ ୪ ଜଣ ଅଭିଯୁକ୍ତଙ୍କର ପୋଲିସର ଏନକାଉଣ୍ଟରରେ ମୃତ୍ୟୁ ଘଟିଛି । ଏହି ଘଟଣାରେ ଚାରିଆଡୁ ହାଇଦ୍ରାବାଦ ପୋଲିସକୁ ପ୍ରଶଂସା କରାଯାଉଥିବା ବେଳେ ଓଡିଶାର ଆଇନ ମନ୍ତ୍ରୀ ପ୍ରତାପ…

ହାଇଦ୍ରାବାଦ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପୋଲିସକୁ ବିଭିନ୍ନ ମହଲରୁ ପ୍ରଶଂସା, ଜାଣନ୍ତୁ କିଏ କ’ଣ କହିଲେ

ହାଇଦ୍ରାବାଦ: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୪ ଜଣ ଅଭିଯୁକ୍ତଙ୍କର ପୋଲିସର ଏନକାଉଣ୍ଟରରେ ମୃତ୍ୟୁ ଘଟିଛି । ହାଇଦ୍ରାବାଦ ପୋଲିସର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରୁ ପ୍ରଶଂସାର ଛୁଟୁଥିବା ବେଳେ…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ପୋଲିସ ଏନକାଉଣ୍ଟରରେ ୪ ଅଭିଯୁକ୍ତ ମୃତ

ହାଇଦ୍ରାବାଦ: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାକୁ ନେଇ ସାରା ଦେଶରେ ଉଦବେଗ୍ ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ପୋଲିସର ଏନକାଉଣ୍ଟରରେ ସମସ୍ତ ୪ ଜଣ ଅଭିଯୁକ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ଜଣାପଡିଛି । ପୋଲିସ ପକ୍ଷରୁ…

ଡାଟା ବୈଜ୍ଞାନିକ ହେଲେ ୭ମ ଶ୍ରେଣୀର ଛାତ୍ର, ମିଳିଲା ସଫ୍ଟୱେୟାର୍ କମ୍ପାନୀରେ ନିଯୁକ୍ତି

ହାଇଦ୍ରାବାଦ: ହାଇଦ୍ରାବାଦର ଏକ ସଫ୍ଟୱେୟାର କମ୍ପାନୀ ‘ମୋଣ୍ଟେଜିନ୍ ସ୍ମାର୍ଟ ବିଜିନେସ୍ ସଲ୍ୟୁଶନ୍ସ’ରେ ଡାଟା ବୈଜ୍ଞାନିକ ଭାବେ ନିଯୁକ୍ତି ପାଇଛନ୍ତି ଜଣେ ୧୨ ବର୍ଷୀୟ ବାଳକ ସିଦ୍ଧାର୍ଥ ଶ୍ରୀବାସ୍ତବ ପିଲ୍ଲାଇ । ଖୁବକମ୍ ବୟସରେ ଏଭଳି ସଫଳତା ପାଇଥିବାରୁ ଏହାକୁ ନେଇ ଏବେ ସବୁଠୁ ଚର୍ଚ୍ଚା…

ଫିଲ୍ମ ଷ୍ଟାଇଲରେ ଫ୍ଲାଏଓଭରରୁ ହଠାତ୍ ଉଡି ଆସିଲା କାର୍; ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ ଘଟଣା

ହାଇଦ୍ରାବାଦ: ହାଇଦ୍ରାବାଦର ରାଏଦୁର୍ଗମ ଅଞ୍ଚଳସ୍ଥିତ ନ୍ୟୁ ବାୟୋଡାଇଭର୍ସିଟି ଫ୍ଲାଏଓଭରରେ ଆସୁଥିବା ଏକ ଦ୍ରୁତଗାମୀ କାର୍ କୌଣସି କାରଣବଶତଃ ଭାରସାମ୍ୟ ହରାଇ ହଠାତ୍ ତଳକୁ ଖସିପଡୁଛି । ଏହି ଘଟଣାରେ ଜଣେ ପଥଚାରୀ ମୃତ୍ୟୁବରଣ କରିଥିବା ବେଳେ କାର୍ ଡ୍ରାଇଭର୍ ଓ ଅନ୍ୟ୨ଜଣ ଆହତ ହୋଇଥିବା ନେଇ…

ହାଇଦ୍ରାବାଦରେ ୨ଟି ଟ୍ରେନ୍ ମୁହଁମୁହିଁ ଧକ୍କା, ବହୁ ଯାତ୍ରୀ ଆହତ

ହାଇଦ୍ରାବାଦ: ହାଇଦ୍ରାବାଦର କୋଚିଗୁଡା ରେଳ ଷ୍ଟେସନ୍ ନିକଟରେ ୨ଟି ଟ୍ରେନ୍ ମୁହାଁମୁହିଁ ଧକ୍କା ହେବାଫଳରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1193781933689323520?s=08 ଗଣମାଧ୍ୟମରେ…