Latest Odisha News

BREAKING NEWS

Browsing Tag

IAS reshuffle

ଆଇଏଏସ୍ ସ୍ତରରେ ଅଦଳବଦଳ, ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୦୭ ବ୍ୟାଚର ଆଇଏଏସ୍ ରଞ୍ଜନ କୁମାର ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହୋଇଛନ୍ତି । ପୂର୍ବରୁ ଶ୍ରୀ ଦାସ ଓଡ଼ିଆ ଭାଷା,…

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର:  ରାଜ୍ୟ ସରକାର ଆଇଏଏସ ସ୍ତରରେ  ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ – ୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ…

ରାଜ୍ୟ ଆଇଏସ ସ୍ତରରେ ଅଦଳବଦଳ: ବିଷ୍ଣୁପଦ ସେଠୀ ହେଲେ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର: ରାଜ୍ୟ ବରିଷ୍ଠ ଆଇଏସ ଅଫିସର ତଥା ସଚିବ ସ୍ତରରେ ଧରଣର ଅଦଳବଦଳ ହୋଇଛି । ଅଫିସର ମାନଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ବିଭାଗର ମୁଖ୍ୟ ଦାୟିତ୍ୱ ମିଳିଥିବା ବେଳେ ଅନ୍ୟ ବିଭାଗ ଗୁଡ଼ିକର ଅତିରିକ୍ତ ଦାୟିତ୍ୱ ମିଳିଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅରବିନ୍ଦ ପାଢ଼ୀଙ୍କୁ…

ବଦଳିଲେ ଖୋର୍ଦ୍ଧା ଓ ଜଗତସିଂପୁର ଜିଲ୍ଲାପାଳ

ଭୁବନେଶ୍ବର: ରାଜ୍ୟରେ ପ୍ରଶାସନିକ ସ୍ତରରେ ଅଦଳବଦଳ। ବଦଳିଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାପାଳ। ଜଗତସିଂପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବରେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ୨୦୧୫ ବ୍ୟାଚ୍ ଆଇଏଏସ ପାରୁଲ ପଟୱାରୀଙ୍କୁ ନୂଆ ନିଯୁକ୍ତି ମିଳିଛି।…

ଆଇଏଏସ୍ ସ୍ତରରେ ଅଦଳବଦଳ, ପରାଗ ଗୁପ୍ତା ହେଲେ ଓଏଫଡିସି ଅଧ୍ୟକ୍ଷ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ବଡ ଧରଣରର ଅଦଳବଦଳ । ରାଜ୍ୟ ସରକାର ୩ଜଣ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ।  ୧୯୮୮ ବ୍ୟାଚର ଆଇଏଏସ ପରାଗ ଗୁପ୍ତା ହୋଇଛନ୍ତି  ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମ ବା ଓଏଫଡିସିର ଅଧ୍ୟକ୍ଷ । ସେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ସେହିପରି…