ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ କେଉଁଠିକୁ ବଦଳି ?
ଭୁବନେଶ୍ୱର: ରାଜ୍ୟରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ । ବଦଳିଲେ ଯାଜପୁର, ଅନୁଗୋଳ, ନୂଆପଡା ଓ ବଲାଙ୍ଗିର ଜିଲ୍ଲାପାଳ । ଯାଜପୁର ଜିଲ୍ଲାପାଳ ରଞ୍ଜନ ଦାସଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ । ତାଙ୍କ ସ୍ଥାନରେ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କୁ ଯାଜପୁର…