Latest Odisha News

BREAKING NEWS

Browsing Tag

IAS

ଅନୁମତି ନ ନେଇ ଘରୋଇ ପୁରସ୍କାର ଗ୍ରହଣ କରି ପାରିବେନି ଆଇଏଏସ୍, ଆଇପିଏସ୍ ଅଧିକାରୀ

ଭୁବନେଶ୍ୱର: ଘରୋଇ ସଂସ୍ଥା କିମ୍ବା ବ୍ୟକ୍ତି ବିଶେଷଙ୍କ ଠାରୁ ପୁରସ୍କାର ଗ୍ରହଣ ପୂର୍ବରୁ ନେବାକୁ ପଡ଼ିବ ଅନୁମତି । ଆଇଏଏସ୍, ଆଇପିଏସ୍ ଓ ଆଇଏଫ୍ଏସ୍ ଅଧିକାରୀ କୌଣସି ଘରୋଇ ସଂସ୍ଥା ଠାରୁ ପୁରସ୍କାର ନେବା ପୂର୍ବରୁ ଅନୁମତି ନେବାକୁ ପଡ଼ିବ । କର୍ତ୍ତୃପକ୍ଷଙ୍କ ଠାରୁ ପୂର୍ବରୁ ଅନୁମତି ନେଇ…

ପିଲାଙ୍କୁ ପାଠ ପଢ଼ାଇ ମଧ୍ୟାହ୍ନ ଭୋଜନ ଖାଇଲେ IAS କୀର୍ତ୍ତି ଭାସନ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ତଥା ଆଇଏଏସ୍‌ ଅଧିକାରୀ ୱି.କୀର୍ତ୍ତି ଭାସନ କବିସୂର୍ଯ୍ୟନଗର ବ୍ଲକ ଗସ୍ତରେ ଯାଇଥିଲେ । ଏହି ଅବସରରେ ସେ କବିସୂର୍ଯ୍ୟନଗରସ୍ଥିତ ମର୍ଦ୍ଧରାଜ ହାଇସ୍କୁଲ ପରିଦର୍ଶନ କରିଥିଲେ । 5T ରୂପାନ୍ତରଣରେ ଏହି ବିଦ୍ୟାଳୟ…

ହ୍ୱାଟସଆପରେ ଟଙ୍କା ମାଗୁଛନ୍ତି ତିନି ଆଇଏଏସ ?

ଭୁବନେଶ୍ୱର: ହ୍ୱାଟସଆପରେ ଟଙ୍କା ମାଗୁଛନ୍ତି ତିିନି ଆଇଏଏସ? ହଁ ଆଜ୍ଞା ଏହି ତିନି ଆଇଏଏସ ଲୋକସଭା ଭବନରେ କାର୍ଯ୍ୟରତ ଅଛନ୍ତି। କିନ୍ତୁ ଯେଉଁ ହ୍ୱାଟସଆପ ଆକାଉଣ୍ଟରୁ ଟଙ୍କା ମଗାଯାଉଛି ସେଥିରେ ଡିପିରେ ତିନି ଆଇଏଏସଙ୍କ ଫଟୋ ରହିଛି । କିନ୍ତୁ ସେହି ନମ୍ବର ତାଙ୍କର ନୁହଁ। ତିନି ଆଇଏଏସଙ୍କ…

ବିଜୟ ଅମ୍ବୃତା ହେଲେ ଭୁବନେଶ୍ବର କମିଶନର

ଭୁବନେଶ୍ବର: ଆଇଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି ।  ବିଜୟ ଅମୃତା କୁଲାଙ୍ଗେ ହେଲେ  ଭୁବନେଶ୍ୱର କମିଶନର, କଟକ କମିଶନର ହେଲେ ନିଖିଲ ପବନ କଲ୍ୟାଣ  । ଜେ. ସୋନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର…

ବଦଳିଲେ ସମ୍ବଲପୁର ଜିଲ୍ଲାପାଳ

ଭୁବନେଶ୍ବର : ଆଇଏଏସ ସ୍ତରରେ ପୁଣି ହୋଇଛି ଅଦଳବଦଳ । ବଦଳିଲେ ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା । ତାଙ୍କୁ କୃଷି ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ରାଉରକେଲା ମହାନଗର ନିଗମର କମିଶନର ଥିବା ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି…

ନାଲକୋର ଲିନ୍ ସ୍ଲରି ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ର ଖଣି ସଚିବ

ଭୁବନେଶ୍ବର : ଅନୁଗୁଳରେ ରାଷ୍ଟ୍ରାୟତ୍ତ ନବରତ୍ନ କମ୍ପାନୀ ନାଲକୋର ଲିନ୍ ସ୍ଲରି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଖଣି ସଚିବ ଆଲୋକ ଟଣ୍ଡନ୍ । ନାଲକୋର ବ୍ୟବସାୟିକ ସଫଳତା ତଥା ପରିବେଶ ପରିଚାଳନା ଏବଂ ଉତ୍ତମ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏହା ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି କୁହାଯାଉଛି…

ଜଣେ ଅଧିକାରୀ ଏବଂ ନାୟକ

(ପ୍ରିୟବ୍ରତ ପଟ୍ଟନାୟକଙ୍କ ପାଇଁ ଶ୍ରଦ୍ଧାଞ୍ଜଳି) ବାସ୍ତବରେ କହିବାକୁ ଗଲେ ସେ ବିଧିବଦ୍ଧ ଗୋଲାକଧନ୍ଦା ଏବଂ ସାଧାରଣ ମନୁଷ୍ୟର ଆବଶ୍ୟକତା ମଧ୍ୟରେ ଥିବା ବ୍ୟବଧାନକୁ ଦୂର କରିଥିଲେ। ଲୋକେ ତାଙ୍କ ପାଖକୁ ଅସମ୍ଭବକୁ ସମ୍ଭବ କରିବାର ଆଶା ନେଇ ଆସୁଥିଲେ କାରଣ ସେ ଯେକୌଣସି କାମ, ସ୍ଥାନ…

ସିବିଏସଇ ଚେୟାରମ୍ୟାନ ଭାବେ ନିଯୁକ୍ତ ହେଲେ ଓଡ଼ିଶା ଆଇଏଏସ ଅଧିକାରୀ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ସେଣ୍ଟ୍ରାଲ ବୋର୍ଡ଼ ଅଫ ସେକଣ୍ଡାରୀ ଏଜୁକେସନ (ସିବିଏସଇ)ର ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି । ୧୯୯୦ ବ୍ୟାଚର ତଥା ଓଡ଼ିଶା କ୍ୟାଡ଼ର ଆଇଏଏସ ଅଧିକାରୀ ଶ୍ରୀ ଆହୁଜା ଅନିତା କରୱାଲଙ୍କ ବଦଳରେ ଅବସ୍ଥାପିତ ହୋଇଛନ୍ତି । ବର୍ତ୍ତମାନ…

କୃଷି ଉତ୍ପାଦନ କମିଶନର୍ ଭାବେ ସୁରେଶ ମହାପାତ୍ର ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର୍ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଏପ୍ରିଲ୍ ୨୬ ତାରିଖରେ ରାଜ୍ୟ ସରକାର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପ୍ରଦାନ…

ସଚିବ ସ୍ତରରେ ଅଦଳବଦଳ; ନିକୁଞ୍ଜ ଧଳ ହେଲେ ନୂଆ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର: ଆଇଏଏସ୍ କ୍ୟାଡର ସ୍ତରରେ ଗୁରୁବାର ଦିନ ଓଡିଶା ସରକାରଙ୍କ ପକ୍ଷରୁ ସାମାନ୍ୟ ଅଦଳବଦଳ କରାଯାଇଛି। କୃଷି ଉତ୍ପାଦନ କମିଶନର ପ୍ରଦୀପ କୁମାର ମହାପାତ୍ରଙ୍କୁ ରାଜସ୍ୱ ଓ ଦୁର୍ବିପାକ ପ୍ରବନ୍ଧନ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ନିକୁଞ୍ଜ ବିହାରୀ ଧଳଙ୍କୁ…