Latest Odisha News

BREAKING NEWS

Browsing Tag

ICMR

ଭାରତରେ ପ୍ରଥମ; ଡେଙ୍ଗୁ ଟିକା ପାଇଁ ୩ୟ ପର୍ଯାୟ ଟ୍ରାଏଲ ଆରମ୍ଭ

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଆସିବ ଡେଙ୍ଗୁ ଟିକା। ପ୍ରଥମ ଥର ପାଇଁ ଭାରତରେ ଡେଙ୍ଗୁ ଟିକା ତିଆରି ପାଇଁ ୩ୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଆରମ୍ଭ ହୋଇଛି। ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ଏବଂ ପେନ୍ସିଆ ବାୟୋଟେକ୍ ମିଳିତ ଭାବେ ଏହା ଉପରେ କାର୍ଯ୍ୟ କରୁଛନ୍ତି।…

କରୋନାର ବ୍ରାଜିଲ୍ ଭାରିଆଣ୍ଟ ବିରୋଧରେ ପ୍ରଭାବଶାଳୀ ‘କୋଭାକ୍ସିନ୍’

ହାଇଦ୍ରାବାଦ: ଦେଶୀ ଟିକା ‘କୋଭାକ୍ସିନ୍’ କରୋନାର ବ୍ରାଜିଲ୍ ଷ୍ଟ୍ରେନ୍ ଉପରେ ପ୍ରଭାବଶାଳୀ । କରୋନା ଟିକା ‘କୋଭାକ୍ସିନ୍’କୁ ନେଇ ହୋଇଥିବା ନୂଆ ଅଧ୍ୟୟନରୁ ଏହା ଜଣାପଡ଼ିଛି । ପୂର୍ବରୁ କୋଭାକ୍ସିନ୍ ୟୁକେ ଭାରିଆଣ୍ଟ, B.1.1.7 ଏବଂ ମହାରାଷ୍ଟ୍ରର ଡବଲ ମ୍ୟୁଟାଣ୍ଟ କୁହାଯାଉଥିବା B.1.617…

ଭାରତରେ କରୋନା ଭାଇରସର ବ୍ରାଜିଲ୍ ଓ ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍

ନୂଆଦିଲ୍ଲୀ: ଭାରତରେ କରୋନାର ବ୍ରିଟେନ୍ ଷ୍ଟ୍ରେନ ପରେ ଦକ୍ଷିଣ ଆଫ୍ରିକା ଓ ବ୍ରାଜିଲ୍ ଭାରିଆଣ୍ଟ ମିଳିଛି । ICMR ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି- ଫେବ୍ରୁଆରୀ ପ୍ରଥମ ସପ୍ତାହରେ କରୋନା ଭୂତାଣୁର ବ୍ରାଜିଲ୍ ଭାରିଆଣ୍ଟ ଚିହ୍ନଟ ହୋଇଛି । ତେବେ, ବ୍ରାଜିଲ୍ ଭାରିଆଣ୍ଟ ଉପରେ…

କରୋନାରୁ ମୁକ୍ତି ଦେଇପାରିବ ବିସିଜି ଟିକା: ଆଇସିଏମଆର୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢୁଥିବା ବେଳେ ଆଇସିଏମଆର୍ ପକ୍ଷରୁ ଏକ ଆଶ୍ୱସ୍ଥୀକର ଖବର ମିଳିଛି । ପ୍ରାପ୍ତ ସୂଚନାନୁଯାୟୀ ଟିବି ତଥା ଯକ୍ଷ୍ମା ରୋଗରୁ ଉପଶମ ପାଇଁ ବ୍ୟବହୃତ ହେଉଥିବା ବିସିଜି ଟିକା ଏବେ କରୋନା ଭାଇରସ୍ ବିରୋଧରେ ଲଢେଇ କରିବା ଲାଗି ସହାୟକ ହେବ । ଏହାଛଡା ବୟସ୍କ…

କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି: ICMR

ନୂଆଦିଲ୍ଲୀ: କାମ ଦେଉନି ପ୍ଲାଜମା ଥେରାପି । ଏଥିପାଇଁ କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି । ନ୍ୟାଶନାଲ କ୍ଲିନିକାଲ ପ୍ରୋଟୋକଲରୁ ପ୍ଲାଜମା ଥେରାପିକୁ ହଟାଇବା ପାଇଁ ପ୍ରସ୍ତୁତି ଚାଲିଛି । ଏନେଇ ଆଇସିଏମ୍‌ଆର୍ ବିବୃତି ଜାରି କରି ଏଭଳି କହିଛନ୍ତି । ପ୍ଲାଜମା ଥେରାପିର ରେଜଲ୍ଟକୁ…

ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ କେସ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩ରେ ପହଂଚିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ୧ଲକ୍ଷ ୧୪ ହଜାର ୬୧୦ରେ ପହଂଚିଛି । ୨୪ ଘଂଟାରେ ୫୫ ହଜାର ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୫୭୯…

ଭାରତରେ ପ୍ରଥମେ କାହାକୁ ମିଳିବ କରୋନା ଟିକା?

ନୂଆଦିଲ୍ଲୀ: ସାରା ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ ଟିକା ବାହାର କରିବା ନେଇ ଉଦ୍ୟମ ଜାରି ରଖିଛନ୍ତି । କରୋନା ଭାଇରସ ଟିକାକରଣ ଅଭିଯାନ ଆରମ୍ଭ କରିଛି ଭାରତ। ତେବେ ଏଭଳିସ୍ଥିତିି ଭାରତରେ କରୋନା ଟିକା ପ୍ରଥମେ କାହାକୁ ମିଳିବ ।…

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୭୪ ହଜାର ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୯,୧୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ…

ଦେଶରେ ୫୬ ଲକ୍ଷ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନାକୁ ଲାଗୁନି ଲଗାମ । ପୁଣି ଗତ ୨୪ ଘଂଟା ଭିତରେ ୮୩,୩୪୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ରେ ପହଂଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଏହା ସହ…

ଦେଶରେ ୫୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୫୫ ଲକ୍ଷ ଟପିଲା । ଗତ ୨୪ ଘଂଟାରେ ସାରା ଦେଶରେ ୭୫ ହଜାର ୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ , ଦେଶରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୪କୁ ବୃଦ୍ଧି ହୋଇଛି । ଏହା ମଧ୍ୟରେ ୯ ଲକ୍ଷ ୭୫ ହଜାର ୮୬୧ ଆକ୍ଟିଭ୍ ମାମଲା…