ଦେଶରେ ଟ୍ରାଏଲ୍ ଫେଜ୍ରେ ରହିଛି ୩ଟି ଟିକା: ICMR
ନୂଆଦିଲ୍ଲୀ: ଦେଶରେ କରୋନା ଦ୍ରୁତ ଗତିରେ ମାଡି ଚାଲିଛି । ମହାମାରୀକୁ ଲାଗୁନି ବ୍ରେକ । ମହାମାରୀର ସମୂଳେ ଧ୍ୱଂସ ପାଇଁ କେବେ ଟିକା ଆସିବା ତାକୁ ନେଇ ପୁରା ଦେଶ ଚାହିଁ ବସିଛି । ଏହାରି ଭାରତରେ ଏବେ ୩ଟି ଟିକା କ୍ଲିନିକାଲ ଟ୍ରାଏଲ୍ରେ ଫେଜ୍ରେ ରହିଛି । ଏନେଇ ଆଜି ସୂଚନା ଦେଇଛନ୍ତି…