Latest Odisha News

BREAKING NEWS

Browsing Tag

ICMR

ଦେଶରେ କରୋନା ସୁସ୍ଥ ହାର ଅଧିକ, ମୃତ୍ୟୁ ହାର କମ୍‌

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ସେହିପରି କମୁଛି ମୃତ୍ୟୁ ସଂଖ୍ୟା । ଭାରତର କରୋନା ମୃତ୍ୟୁ ହାର ସମଗ୍ର ବିଶ୍ୱରେ ସର୍ବନିମ୍ନ ସ୍ତରରେ ରହିଛି ବୋଳି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ।…

ନୂଆ ଗାଇଡଲାଇନ: କରୋନା ଯୋଦ୍ଧା ଖାଇବେ ହାଇଡ୍ରୋକ୍ସିକ୍ଲୋରୋକୁଇନ୍

ନୂଆଦିଲ୍ଲୀ: ମହାମାରୀ କରୋନାର ରାମବାଣ ସାଜିଥିବା ହାଇଡ୍ରୋକ୍ସିକ୍ଲୋରକୁଇନ୍‌କୁ ନେଇ ଜାରି ହୋଇଛି ନୂଆ ଗାଇଡଲାଇନ୍ । ଭାରତୀୟ ଆର‌୍ୟୁବିଜ୍ଞାନ ଅନୁସନ୍ଧାନ ପରିଷଦ ଏନେଇ ନୂଆ ଗାଇଡଲାଇନ୍ ଜାରି କରିଛି । ଏହି ଔଷଧ ସେବନ ଦ୍ୱାରା କରୋନା ସଂକ୍ରମଣ ସମ୍ଭାବନା ହ୍ରାସ ପାଇଥାଏ ବୋଲି ଗବେଷଣାରୁ…

୨ ଦିନ ପର୍ଯ୍ୟନ୍ତ ରାପିଡ ଟେଷ୍ଟ ବନ୍ଦ କରିବାକୁ ଆଇସିଏମ୍‌ଆର୍‌ର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ରାପିଡ ଆଂଟିବଡି ଟେଷ୍ଟ । ଏନେଇ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଇଛି ଆଇସିଏମ୍‌ଆର୍। ଆଇସିଏମଆର ପକ୍ଷରୁ କୁହାଯାଇଛି ଯେ ରାପିଡ ଟେଷ୍ଟ କିଟ ଗୁଡ଼ିକର ଫଳାଫଳରେ ଭିନ୍ନତା ପରିଲକ୍ଷିତ ହେଉଥିବାରୁ ଏସବୁ କିଟଗୁଡ଼ିକର ଯାଞ୍ଚ ହେବ । ଏଥିପାଇଁ…