ମମିତା ମେହେର ହତ୍ୟାକାଣ୍ଡ : IIC ନିଲମ୍ବିତ
କଳାହାଣ୍ଡି: ମମିତା ମେହେର ହତ୍ୟାକାଣ୍ଡ ମାମଲାରେ IIC ନିଲମ୍ବିତ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ନିଜ ଦାୟିତ୍ଵରେ ଅବହେଳା ପାଇଁ ଥାନା…