ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଚିହ୍ନଟ କରିବ ଫୁସଫୁସ୍ ରୋଗ: କିମ୍ସ ଡାକ୍ତରଙ୍କ ଗବେଷଣା
ଭୁବନେଶ୍ୱର: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ଚିହ୍ନଟ କରିବ ଫୁସଫୁସ୍ ସମ୍ବନ୍ଧୀୟ ବିଭିନ୍ନ ରୋଗ । ନିକଟରେ କିମ୍ସ ଭୁବନେଶ୍ୱରର ଶିଶୁରୋଗ ବିଶେଷଜ୍ଞ ଡା. ନିର୍ମଳ କୁମାର ମହାକୁଡ଼ ଓ ଦେଶର ଅନ୍ୟ ପ୍ରମୁଖ ଅନୁଷ୍ଠାନମାର ବିଶେଷଜ୍ଞଙ୍କ ଦ୍ୱାରା ମିଳିତ ଗବେଷଣାରେ ଏହି ଦାବି କରାଯାଇଛି ।…