ରାଜଧାନୀରେ ବେଆଇନ ମଦ କାରବାର, ଜଣେ ଗିରଫ
ଭୁବନେଶ୍ୱର: ବେଆଇନ ମଦ କାରବାର କରୁଥିବା ଅଭିଯୋଗରେ ଏକ୍ସାଇଜ୍ ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛନ୍ତି । ବୁଧବାର ସହରରେ ବହୁ ପରିମାଣର ବିଦେଶୀ ମଦ ଏବଂ ଦେଶୀ ମଦ ଜବତ କରିଛି ଅଧିକାରୀଙ୍କ ଏକ ଦଳ ।
ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏକ୍ସାଇଜ୍ ଅଧିକାରୀଙ୍କ…