୧୪ ଯାଏ ପ୍ରବଳ ବର୍ଷିବ; ୧୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବ ଯୋଗୁ ସାରା ରାଜ୍ୟରେ ୧୪ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି।
ଏହାର ପ୍ରଭାବରେ, ସେପ୍ଟେମ୍ବର ୧୪ ପର୍ଯ୍ୟନ୍ତ ତିନି ଦିନ ପର୍ଯ୍ୟନ୍ତ ସାରା…