କାଳବୈଶାଖୀ ଆଶଙ୍କା: ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ଆକଳନ କରାଯାଇଛି ।
ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଓ…