କାଳବୈଶାଖୀ ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି ।
ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କୋରାପୁଟ ଓ ମାଲକାନଗିରି ଆଦି…