Latest Odisha News

BREAKING NEWS

Browsing Tag

IMD

ପାଣିପାଗ ବିଭାଗର ଟ୍ୱିଟର ଏକାଉଣ୍ଟ ହ୍ୟାକ୍, କ୍ରିପ୍ଟୋ ସମ୍ବନ୍ଧୀୟ ହ୍ୟାକର୍ କରିଛନ୍ତି କାରନାମା

ନୂଆଦିଲ୍ଲୀ: ଭାରତୀୟ ପାଣିପାଗ ବିଭାଗର ଟ୍ୱିଟର ଏକାଉଣ୍ଟ ହ୍ୟାକ ହୋଇଯାଇଛି । ଶନିବାର ବିଳମ୍ବିତ ସଂଧ୍ୟାରେ ବିଭାଗର ଅଫିସିଆଲ ଏକାଉଣ୍ଟ ହ୍ୟାକ୍ ହୋଇଯାଇଥିବା ଜଣାପଡ଼ିଛି । ହ୍ୟାକର ପାଣିପାଗ ସମ୍ବନ୍ଧୀୟ ତଥ୍ୟ ଦେଉଥିବା ଏହି ଗୁରୁତ୍ୱପୂର୍ଣ୍ଣ ଏକାଉଣ୍ଟକୁ ହ୍ୟାକ୍ କରି ଏନଏଫଟି ସମ୍ବନ୍ଧୀୟ…

ରାଜଧାନୀ ସମେତ ରାଜ୍ୟର ଏହି ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ଓଡିଶାର ୧୩ ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ଆଇଏମ୍‌ଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦୁଝର,…

ଲଘୁଚାପ ପ୍ରଭାବରେ ରାଜ୍ୟର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପର ପ୍ରଭାବ ଯୋଗୁ ଦକ୍ଷିଣ ଓଡିଶା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର କହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଇଏମଡି ଏହିସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଜୁଲାଇ…

ରାଜ୍ୟର ଏହି ୭ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ…

ଜୁନ୍ ପହିଲାରେ ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ

ନୂଆଦିଲ୍ଲୀ: ଏ ବର୍ଷ ସମୟରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମୟରେ କେରଳ ଛୁଇଁବ । ଏନଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରେ ମୌସୁମୀ କେରଳ ଛୁଇଁଥାଏ । ଦେଶରେ ହେଉଥିବା ବର୍ଷାର ୭୦ ପ୍ରତିଶତ ଜୁନରୁ ସେପ୍ଟେମ୍ବର ମାସ ମଧ୍ୟହେ ହୋଇଥାଏ । ପାଣିପାଗ…

ରାଜ୍ୟରେ ବଢିଲାଣି ଜାଡ଼, ୧୫ ଡିଗ୍ରୀ ତଳେ ୧୧ ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ । ବଢୁଛି ଜାଡ଼ । ବିଭିନ୍ନ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ରାଜ୍ୟର ୧୧ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି । ସୋନପୁରରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ । ୯.୬ ଡିଗ୍ରୀ ସେଲସିୟସ ସହ ସୋନପୁରରେ ରାଜ୍ୟର ସବୁଠୁ ଥଣ୍ଡା ସହର…

ଖସୁଛି ପାରଦ, ୫ ତାରିଖରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଏବେ ବର୍ଷା ସମ୍ଭାବନା ନାହିଁ । ଆଗାମୀ ଦୁଇ ତିନି ଦିନ ପାଗ ଶୁଖିଲା ରହିବ । ରାତିରେ ଖସୁଛି ପାରଦ । ଆଗକୁ ରାଜ୍ୟରେ ବଢିପାରେ ଶୀତ । ଆସନ୍ତା ୫ ତାରିଖରୁ ହାଡ଼ଭଙ୍ଗା ଶୀତ ହୋଇପାରେ । କିଛି ସ୍ଥାନରେ ତାପମାତ୍ରା ୪ ଡିଗ୍ରୀ ତଳକୁ ହ୍ରାସ ପାଇବା ସମ୍ଭାବନା ରହିଛି ।…

ରାଜଧାନୀରେ ୫୮ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ: ଥଣ୍ଡାରେ ଥରୁଛି ରାଜଧାନୀ । ଶୀତ ଋତୁ ଆରମ୍ଭରୁ ହିଁ ହାଡ ଭଙ୍ଗ ଶୀତ ଅନୁଭୂତ ହେଲାଣି ରାଜଧାନୀ ଦିଲ୍ଲୀରେ । ସ୍ଥିତି ଏପରି ହୋଇଛି ଯେ, ଅକ୍ଟୋବର ମାସରୁ ହିଁ ଶୀତ ୫୮ ବର୍ଷର ରେକର୍ଡ ଭାଙ୍ଗିଛି । ୫୮ ବର୍ଷ ମଧ୍ୟରେ ଅକ୍ଟୋବର ମାସରେ କେବେବି ଦିଲ୍ଲୀରେ ଏତେ ଭୟଙ୍କର ଥଣ୍ଡା ଅନୁଭୂତ…

ଓଡ଼ିଶାରୁ ଫେରିଲା ମୌସୁମୀ

ଭୁବନେଶ୍ୱର: ସାରା ଓଡ଼ିଶାରୁ ବିଦାୟ ନେଲା ମୌସୁମୀ । ସାରା ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଓଡ଼ିଶା ସମେତ ସାରା ଦେଶରୁ ମଧ୍ୟ ମୌସୁମୀ ବିଦାୟ ନେଇଥିବା ସୂଚନା ମିଳିଛି । ଚଳିତବର୍ଷ ନିର୍ଦ୍ଧାରିତ ସମୟର ୨…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୱେଲମାର୍କଡ ଲୋ ପ୍ରେସର ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ତଥା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ…