Latest Odisha News

BREAKING NEWS

Browsing Tag

IMD

ରାଜ୍ୟର ଏହି ୭ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ…

ଜୁନ୍ ପହିଲାରେ ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ

ନୂଆଦିଲ୍ଲୀ: ଏ ବର୍ଷ ସମୟରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମୟରେ କେରଳ ଛୁଇଁବ । ଏନଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରେ ମୌସୁମୀ କେରଳ ଛୁଇଁଥାଏ । ଦେଶରେ ହେଉଥିବା ବର୍ଷାର ୭୦ ପ୍ରତିଶତ ଜୁନରୁ ସେପ୍ଟେମ୍ବର ମାସ ମଧ୍ୟହେ ହୋଇଥାଏ । ପାଣିପାଗ…

ରାଜ୍ୟରେ ବଢିଲାଣି ଜାଡ଼, ୧୫ ଡିଗ୍ରୀ ତଳେ ୧୧ ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ । ବଢୁଛି ଜାଡ଼ । ବିଭିନ୍ନ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ରାଜ୍ୟର ୧୧ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି । ସୋନପୁରରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ । ୯.୬ ଡିଗ୍ରୀ ସେଲସିୟସ ସହ ସୋନପୁରରେ ରାଜ୍ୟର ସବୁଠୁ ଥଣ୍ଡା ସହର…

ଖସୁଛି ପାରଦ, ୫ ତାରିଖରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଏବେ ବର୍ଷା ସମ୍ଭାବନା ନାହିଁ । ଆଗାମୀ ଦୁଇ ତିନି ଦିନ ପାଗ ଶୁଖିଲା ରହିବ । ରାତିରେ ଖସୁଛି ପାରଦ । ଆଗକୁ ରାଜ୍ୟରେ ବଢିପାରେ ଶୀତ । ଆସନ୍ତା ୫ ତାରିଖରୁ ହାଡ଼ଭଙ୍ଗା ଶୀତ ହୋଇପାରେ । କିଛି ସ୍ଥାନରେ ତାପମାତ୍ରା ୪ ଡିଗ୍ରୀ ତଳକୁ ହ୍ରାସ ପାଇବା ସମ୍ଭାବନା ରହିଛି ।…

ରାଜଧାନୀରେ ୫୮ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ: ଥଣ୍ଡାରେ ଥରୁଛି ରାଜଧାନୀ । ଶୀତ ଋତୁ ଆରମ୍ଭରୁ ହିଁ ହାଡ ଭଙ୍ଗ ଶୀତ ଅନୁଭୂତ ହେଲାଣି ରାଜଧାନୀ ଦିଲ୍ଲୀରେ । ସ୍ଥିତି ଏପରି ହୋଇଛି ଯେ, ଅକ୍ଟୋବର ମାସରୁ ହିଁ ଶୀତ ୫୮ ବର୍ଷର ରେକର୍ଡ ଭାଙ୍ଗିଛି । ୫୮ ବର୍ଷ ମଧ୍ୟରେ ଅକ୍ଟୋବର ମାସରେ କେବେବି ଦିଲ୍ଲୀରେ ଏତେ ଭୟଙ୍କର ଥଣ୍ଡା ଅନୁଭୂତ…

ଓଡ଼ିଶାରୁ ଫେରିଲା ମୌସୁମୀ

ଭୁବନେଶ୍ୱର: ସାରା ଓଡ଼ିଶାରୁ ବିଦାୟ ନେଲା ମୌସୁମୀ । ସାରା ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଓଡ଼ିଶା ସମେତ ସାରା ଦେଶରୁ ମଧ୍ୟ ମୌସୁମୀ ବିଦାୟ ନେଇଥିବା ସୂଚନା ମିଳିଛି । ଚଳିତବର୍ଷ ନିର୍ଦ୍ଧାରିତ ସମୟର ୨…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୱେଲମାର୍କଡ ଲୋ ପ୍ରେସର ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ତଥା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ…

ହାଇଦ୍ରାବାଦ ପରେ ମୁମ୍ବାଇରେ ମୂଷଳଧାରାରେ ବର୍ଷା

ମୁମ୍ବାଇ: ଲଘୁଚାପଜନିତ ଲଗାଣ ବର୍ଷାରେ ହାଇଦ୍ରାବାଦରେ ଜଳ ପ୍ରଳୟ ସୃଷ୍ଟି ହେଲା । ଏପଟେ ମୁମ୍ବାଇ ଓ ପୁଣେରେ ବି ବିତ୍ପାତ । ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଛି । ବର୍ଷୁଛି ଯେ ବର୍ଷୁଛି । ଲଗାଣ ବର୍ଷା ଯୋଗୁ ମୁମ୍ବାଇର ବିଭିନ୍ନ ଅଞ୍ଚଳରେ ବଢୁଛି ଜଳସ୍ତର । #WATCH Heavy…

ଅବପାତର ରୂପ ନେଲା ଲଘୁଚାପ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଏହାପରେ ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ରହିବ । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ବିଶାଖାପାଟଣା ଦେଇ ଅବପାତ…

ଅବପାତର ରୂପ ନେଲା ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉପେର ଏହା ରହିଛି । ଆସନ୍ତା ୨୪ ଘଂଟା ଭିତରେଏହା ତୀବ୍ର ଅବପାତରେ ରୂପ ନେବାକୁ ଯାଉଥିବା ଆକଳନ କରିଛି ପାଣିପାଗ ବିଭାଗ । ଦକ୍ଷିଣ-ଦକ୍ଷିଣ ପୂର୍ବ…