Latest Odisha News

BREAKING NEWS

Browsing Tag

IMD

ଗୋଟିଏ ନଯାଉଣୁ ଆଉ ଗୋଟିଏ, ୯ ତାରିଖରେ ପୁଣି ଲଘୁଚାପ

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଗୋଟିଏ ନଯାଉଣୁ ଆଉ ଗୋଟିଏ ଲଘୁଚାପ ନେଇ ପୂର୍ବାନୁମାନ । ଆସନ୍ତା ୯ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । A fresh…

ଆହୁରି ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରକୋପ । ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆହୁରି ୩ ଦିନ ପ୍ରବଳ ବର୍ଷା ହେବ । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇ…

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର: ଆସନ୍ତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୫ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ଏହି…

ପ୍ରବଳ ବର୍ଷା ସମ୍ଭାବନା: ୧୦ ଜିଲ୍ଳାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟାରେ ଅବପାତର ରୂପ ନେବ ଉତର ଉତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ । ଏବେ ଏହା ପଶ୍ଚିମଦିଗରେ ଗତି କରିଛି । ଏହା ପ୍ରଭାବରେ  ଆଜି ଓ ଆସନ୍ତାକାଲି ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସଂଭାବନା ରହିଛି । ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ ତେଣୁ…

ପାଣିପାଗର ଗୁରୁତ୍ୱପୂର୍ଣ୍ଣ ସୂଚନା ଏବେ ‘ମୌସମ ଆପ୍’ରେ , ସରକାର ଜାରୀକଲେ ଏକ ସ୍ୱତନ୍ତ୍ର ମୋବାଇଲ୍ ଆପ୍

ନୂଆଦିଲ୍ଲୀ: ଲୋକଙ୍କୁ ବଦଳୁଥିବା ପାଣିପାଗ ଏବଂ ଏହା ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନାକୁ ସହଜ କରିବା ପାଇଁ ସରକାର ଏକ ମୋବାଇଲ୍ ଆପ୍ ଲଞ୍ଚ କରିଛନ୍ତି। ମନ୍ତ୍ରୀ ହର୍ଷ ବର୍ଦ୍ଧନ ସୋମବାର ପାଣିପାଗ ପୂର୍ବାନୁମାନ ପାଇଁ ମୌସମ ନାମକ ଏକ ଆପ୍ ଲଞ୍ଚ କରିଛନ୍ତି। ଇଣ୍ଟରନେସନାଲ କ୍ରପ୍ସ ରିସର୍ଚ୍ଚ…

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ସନ୍ଧ୍ୟା ୭ଟା ସୁଦ୍ଧା ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ରାତି ୧୦ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ସୋମବାର ରାତି ୧୦ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।…

ପାଣିପାଗ ସତର୍କ ସୂଚନା; ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ମଧ୍ୟମ ଧରଣର ବର୍ଷା ହେବାର ସତର୍କ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟର ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼,…

୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା, ସତର୍କ ସୂଚନା ଜାରି

ଭୁବନେଶ୍ୱର: ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ । ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଝାଡଖଣ୍ଡ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ମୟୂରଭଂଜ, କେନ୍ଦୁଝର ଓ…