ରାତି ୧୦ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ସୋମବାର ରାତି ୧୦ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।…