Latest Odisha News

BREAKING NEWS

Browsing Tag

IMD

ଉତ୍ତର ଓଡ଼ିଶାରେ ରହିବ ବାତ୍ୟା ‘ଅମ୍ଫାନ’ର ପ୍ରଭାବ: ଆଇଏମ୍‌ଡି

ଭୁବନେଶ୍ୱର:ଧିରେ ଧିରେ ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ଅମ୍ଫାନ । ଯେତେ ଆଗକୁ ଆସୁଛି ସେତେ ଅଶାନ୍ତ ହେଉଛି ସମୁଦ୍ରକୂଳ । ୧୯୯୯ ମହାବାତ୍ୟା ପରେ ଏହା ହେଉଛି ବଙ୍ଗୋପସାଗରେ ଆସୁଥିବା ସବୁଠୁ ବଡ ବାତ୍ୟା । ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି । ଏହି…

ଜାଣନ୍ତୁ; ଆଜି ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଓଡ଼ିଶାର କେତେକ ଜିଲ୍ଲାର କିଛି ସ୍ଥାନରେ ସୋମବାର ଦିନ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ:୧୩ ସୁରତ ଫେରନ୍ତା କରୋନା ପଜିଟିଭ ରାଜ୍ୟର ଯେଉଁସବୁ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସହିତ…

ଏବେ ଓଡ଼ିଶାରେ ବାତ୍ୟା ଆଶଙ୍କା ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡ଼ିଶାକୁ ଏବେ ବାତ୍ୟା ଭୟ ନାହିଁ । ଗତ କିଛି ଦିନଧରି ଓଡ଼ିଶାରେ ଝଡ଼ବର୍ଷା ଲାଗି ରହିଥିବା ବେଳେ ବାତ୍ୟା ସମ୍ଭାବନାକୁ ନେଇ କଳ୍ପନା ଚାଲିଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪/୫ ଦିନ ମଧ୍ୟରେ ଓଡ଼ିଶାରେ ବାତ୍ୟା ଆଶଙ୍କା ନାହିଁ । ଭୁବନେଶ୍ୱରସ୍ଥିତ…

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ସୋମବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନ (ଏସଆରସି) ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସତର୍କ ସୂଚନା ପ୍ରଦାନ…

ଆଜି ରାତି ୯ଟା ୩୦ରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ହେବ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୯ଟା ୩୦ ସମୟରେ ରାଜ୍ୟର କେତେକ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ଯେଉଁ ସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି…

ଓଡ଼ିଶାରେ ଏଥର ଏକ ସପ୍ତାହ ବିଳମ୍ବରେ ପହଞ୍ଚିବ ମୌସୁମୀ ଜଳବାୟୁ

ଭୁବନେଶ୍ୱର: ଭାରତରେ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ଯଥା ସମୟରେ ଆସିବା ବେଳେ ପ୍ରାୟ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି । ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ପ୍ରଦାନକ ରି ଭାରତୀୟ ପାଣିପାଗ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର କେଉଁସବୁ ସ୍ଥାନରେ ବର୍ଷା ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୋମବାର ଦିନ…

ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡିଶାର ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଜାରି ରହିବ ବୋଲି ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ପାଣିପାଗ ବିଭାଗର ସକାଳ ବୁଲେଟିନ୍ ଅନୁଯାୟୀ ଆଗାମୀ ୨୪ ଘଣ୍ଟା ଯାଏଁ ପାଗ ଶୁଖିଲା ରହିବ । ପରବର୍ତ୍ତୀ ୨୪…

ଆଗାମୀ ୩ ଦିନରେ ଓଡିଶାର ଏହିସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ ଓ ଅନୁଗୁଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା…

ପୁଣି ଫେରିଲା ଶୀତ, ଦାରିଙ୍ଗିବାଡିରେ ୭ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଶୀତ ଲହରୀରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ ସୋମବାର ଦିନ ଓଡିଶାର ଅଧିକାଂଶ ଭାଗରେ ପାରଦ ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ରାଜ୍ୟର କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡିରେ…