ଆଗାମୀ ୩ ଦିନରେ ଓଡିଶାର ଏହିସବୁ ସ୍ଥାନରେ ବର୍ଷା ଆଶଙ୍କା
ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ।
ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ ଓ ଅନୁଗୁଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା…