Latest Odisha News

BREAKING NEWS

Browsing Tag

IMD

ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଫେରିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଶୀତ ଲହରୀ ଫେରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସତର୍କ କରାଯାଇଛି । “ଆଜି ପୁରୀର ଉପକୂଳବର୍ତ୍ତୀ ଅଞ୍ଚଳର ଭିନ୍ନ ଭିନ୍ନ ସ୍ଥାନ ସମେତ ନବରଙ୍ଗପୁର, ମାଲକାନଗିରି, ରାୟଗଡା, ବଲାଙ୍ଗିର, କେନ୍ଦୁଝର, ସୋନପୁର,…

ନୂଆବର୍ଷରୁ ଥରିବ ଓଡିଶା, ବଢିବ ଶୀତର ପ୍ରକୋପ

ଭୁବନେଶ୍ୱର: ରାଜ୍ୟରେ ଜାନୁଆରୀ ୧ ତାରିଖ ବେଳକୁ ଶୀତର ପ୍ରକୋପ ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସତର୍କ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ସୁଦର୍ଶନ ମିଶ୍ର ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ୧୫ ଡିଗ୍ରୀ ତଳେ ୧୩ ସହର

ଭୁବନେଶ୍ୱର: ରାଜ୍ୟରେ ଏତେଟା ଥଣ୍ଡା ଅନୁଭୂତ ନହେଉଥିବା ବେଳେ ଶୁକ୍ରବାର ରାତିଠାରୁ ଶୀତର ମାତ୍ରା ବଢିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆକଳନ ଅନୁଯାୟୀ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇବେଳେ ଫୁଲବାଣୀରେ ଆଜି…

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କେନ୍ଦୁଝର, ଜଗତସିଂହପୁର,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୨୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ଅନୁଗୁଳ, ଢେଙ୍କାନାଳ, ରାୟଗଡା, ଗଞ୍ଜାମ,…

ଓଡିଶା ଛାଡୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛାଡୁଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ଜାରି ହୋଇଥିବା ଏକ ବୁଲେଟିନରୁ ଜଣାପଡିଛି । ପାଣିପାଗ ବିଭାଗ ଅନୁଯାୟୀ ମୌସୁମୀ ବାୟୁ ସୋମବାର ଦିନ ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜ ଭଳି…

ବିଳମ୍ବରେ ଓଡିଶା ଛାଡିବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବା ନେଇ ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି…

ଘଡଘଡି ସହ ବର୍ଷା ଆଶଙ୍କା: ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଦେବଗଡ,…

ଦଶହରାରେ ପାଗ ଶୁଖିଲା ରହିବ: ପାଣିପାଗ ବିଭାଗ

ଭୁବନେଶ୍ୱର: ଚଳିତ ବର୍ଷ ଦୁର୍ଗାପୂଜା ସମୟରେ ପାଗ ଶୁଖିଲା ରହିବା ନେଇ ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି,…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାଇକ୍ଲୋନିକ୍ ସର୍କୁଲେସନ୍ ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍…