Latest Odisha News

BREAKING NEWS

Browsing Tag

IMD

ରାଜ୍ୟର ୧୭ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର,…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରୁ ପଶ୍ଚିମବଙ୍ଗର ପଶ୍ଚିମ-ମଧ୍ୟ ପଟେ ସାଇକ୍ଲୋନିକ୍ ସର୍କୁଲେସନ୍ ଏବେ ପଶ୍ଚିମ-ପଶ୍ଚିମ…

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଦିନ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆଜିଠୁ ୧୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଆଗାମୀ ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧ଟା ୪୫ମି. ପର୍ଯ୍ୟନ୍ତ ରାଜ୍ୟର…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା: ଆଇଏମଡି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଘନୀଭୂତ ହେଉଥିବା ଲୋ-ପ୍ରେସର୍ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । “ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗର ଗାଙ୍ଗେୟ ଏବଂ…

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଗଣମାଧ୍ୟମକୁ ସୂୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି,…

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବ ।…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଅଜୟ କୁମାର ନାୟକ କହିଛନ୍ତି, ପୂର୍ବ…

ଘଡଘଡି ସହ ବର୍ଷା ଆଶଙ୍କା: ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୧୫ମି. ଯାଏଁ ସତର୍କ ସୂଚନା ଜାରି…