କରଜରେ ଡୁବି ଗଲାଣି ପାକିସ୍ତାନ, ଶ୍ରୀଲଙ୍କା ଭଳି ହେବା ପରିସ୍ଥିତି !
ପଡୋଶୀ ପାକିସ୍ତାନର ହାଲ୍ ଏବେ ଆହୁରି ବେହାଲ ! 20 ଲକ୍ଷ କୋଟିର ବୈଦେଶିକ ଋଣ, ଖରାପ ଅର୍ଥ ବ୍ୟବସ୍ଥା ଓ ରାଜନୈତିକ ଅସ୍ଥିରତା ଭିତରେ ପେଶି ହେଉଛନ୍ତି ପାକିସ୍ତାନର ବାସିନ୍ଦା. ଏସବୁ ଭିତରେ ଦେଶର ସ୍ଥିତି ସୁଧାରିବାକୁ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ଏହା ସମ୍ଭବ ହେବ…