ବଢୁଛି ଇମିଟେସନ ଗହଣାର ଚାହିଦା
ଭୁବନେଶ୍ୱର: ସମୟ ଅନୁସାରେ ଚିନ୍ତାଧାରାରେ ମଧ୍ୟ ପରିବର୍ତ୍ତନ ଆସିଛି । ଦାମୀ ସୁନା ଗହଣା ପରିବର୍ତ୍ତେ ଇମିଟେସନ୍ ଗହଣାକୁ ପିନ୍ଧିବାକୁ ପସନ୍ଦ କରୁଛନ୍ତି ମହିଳା ଓ ଯୁବତୀମାନେ ।
ଦିନକୁଦିନ ବଢିବାରେ ଲାଗିଛି ଇମିଟେସନ୍ ଗହଣାର ଚାହିଦା । କାନଫୁଲ ଠାରୁ ଆରମ୍ଭ କରି, ହାର, ମୁଦି, ଚୁଡ଼ି,…